Sar

ପୁଲିସକୁ ଚାପୁଡ଼ା ମାରି ବନ୍ଧା ହେଲେ ମନ୍ତ୍ରୀଙ୍କ ଭାଇ

ମନ୍ଦିରରେ ମୁତୟନ ପୁଲିସ କର୍ମଚାରୀଙ୍କୁ ଚାପୁଡ଼ା ମାରି ଗିରଫ ହୋଇଛନ୍ତି ଜଣେ ମନ୍ତ୍ରୀଙ୍କ ଭାଇ। ଘଟଣାଟି ଘଟିଛି ଆନ୍ଧ୍ରପ୍ରଦେଶରେ। ଗିରଫ ଅଭିଯୁକ୍ତ ହେଲେ ରାଜ୍ୟର ରାସ୍ତା ଏବଂ ଗୃହନିର୍ମାଣ ବିଭାଗ ମନ୍ତ୍ରୀ ବି.ସି. ଜନାର୍ଦ୍ଦନଙ୍କ ଭାଇ ମଦନ ଭୂପାଳ ରେଡ୍ଡୀ। ସୂଚନା ଅନୁସାରେ, ଆନ୍ଧ୍ରର ନନ୍ଦୟାଲ ଜିଲା କୋଲିମିଗୁଣ୍ଡଲାରେ ଲକ୍ଷ୍ମୀ-ନରସିହ୍ମା ମନ୍ଦିର ଉଦଘାଟନ କାର୍ଯ୍ୟକ୍ରମରେ ଦେବୋତ୍ତର ବିଭାଗ ମନ୍ତ୍ରୀ ଅନାମ ରାମନାରାୟଣ ରେଡ୍ଡୀ ଏବଂ ଗୃହନିର୍ମାଣ ମନ୍ତ୍ରୀ ଜନାର୍ଦ୍ଦନ ଯୋଗଦେଇଥିଲେ। ମନ୍ଦିରରେ ମନ୍ତ୍ରୀ ଉପସ୍ଥିତ ଥିବାରୁ ଫାଟକ […]

ସଂପୂର୍ଣ୍ଣ ପଢନ୍ତୁ
Vigilance

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ, ୫୦୦୦ ଟଙ୍କା ଲାଞ୍ଜ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍

ଯାଜପୁର ରୋଡ଼ : ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ  ବରିଷ୍ଠ ରାଜସ୍ବ ସହାୟକ କିରାଣୀ ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଜ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍। ସୂଚନା ମୁତାବକ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣୀ ଶ୍ରୀ ପେରେଇ । ବ୍ୟକ୍ତିଗତ ଜମିର ସୀମା ନିର୍ଧାରଣ ପାଇଁ ବାରମ୍ବାର ତହସିଲ […]

ସଂପୂର୍ଣ୍ଣ ପଢନ୍ତୁ
Bijay 750x430

‘ପଦରୁ ହଟାନ୍ତୁ’: ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଉପରେ ପ୍ରଶ୍ନ ଉଠାଇଲେ ବିଜୟ

ଭୁବନେଶ୍ବର: ଏବେ ରାଜ୍ୟରେ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ନେଇ ଉତ୍ତେଜନା ଜାରି ରହିଥିବା ବେଳେ ଏଥିରେ ଉପସଭାପତିଙ୍କ ଭୂମିକା ନେଇ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ଏନେଇ ବିଜୟ କହିଛନ୍ତି, ହାତ ଲେଖା ପ୍ରଶ୍ନପତ୍ର ଲାପଟପରୁ ବାହାରିଲା ବୋଲି କୁହାଯାଉଛି, ପ୍ରଶ୍ନ ଉଠୁଛି ବୋର୍ଡ ଉପସଭାପତି ଲାପଟପରେ ଏଭଳି ପ୍ରଶ୍ନପତ୍ର ରୁହେ କି? ଲିକ କରିଥିବା ବ୍ୟକ୍ତିଙ୍କୁ ପାସୱାର୍ଡ ଦେଲା କିଏ? ପୂର୍ବରୁ ବୋର୍ଡ ଉପସଭାପତି ଙ୍କୁ ଅପସରଣ କରିବା […]

ସଂପୂର୍ଣ୍ଣ ପଢନ୍ତୁ
Anil

ଅନୀଲ ଅମ୍ବାନୀଙ୍କ ଅଡୁଆ ବଢ଼ିଲା, ସମନ ଜାରି କଲା ପ୍ରବର୍ତ୍ତନ ନିର୍ଦେଶାଳୟ

ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ ଅନୀଲ ଅମ୍ବାନୀଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ବ୍ୟାଙ୍କ ଋଣ ଜାଲିଆତି ମାମଲା ପରେ ଏବେ ୬୮ କୋଟି ଟଙ୍କାର ନକଲି ବ୍ୟାଙ୍କ ଗ୍ୟାରେଣ୍ଟି ମାମଲାର ତଦନ୍ତକୁ ତ୍ଵରାନ୍ବିତ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)। ଏହି ଘଟରାରେ ଇଡି ପକ୍ଷରୁ ଅନୀଲଙ୍କୁ ସମନ ଜାରି କରାଯିବା ସହିତ ଓଡ଼ିଶା ଏବଂ କଲକାତାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାକ୍ଷ ଶାଖା(ଇଓଡବ୍ଲ୍ୟୁ) ତରଫରୁ ୨୦୨୪ ନଭେମ୍ବର ୧୧ରେ […]

ସଂପୂର୍ଣ୍ଣ ପଢନ୍ତୁ
Oas V

ମହିଳା ଥାନାରେ ହାଜର ହେଲେ OAS ବାବୁ, ଦୁଇ ଦିନ ତଳେ ଏତଲା ଦେଇଥିଲେ ପତ୍ନୀ

ଭୁବନେଶ୍ବର: ଭୁବନେଶ୍ବର ମହିଳା ଥାନାରେ ହାଜର ହେଲେ OAS ବାବୁ । OSDMA ରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ର ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ । ଅଭିଯୋଗ ଘଟଣାରେ ତାଙ୍କୁ ପଚରାଉଚରା ଚାଲିଛି । ତାଙ୍କ ନାଁରେ ପତ୍ନୀ ଆଣିଛନ୍ତି ସାଂଘାତିକ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 08 01 134900 750

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା, ୨ ଜଣ ବିଶେଷଜ୍ଞଙ୍କୁ ମନୋନୀତ କଲା ଆରବିଆଇ

ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା। ୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ଚିଠି ଲେଖିଛନ୍ତି ସରକାର। RBI ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସେ ପ୍ରକ୍ରିୟା ସରିବା ପରେ RBI ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି କହିଛନ୍ତି ଆଇନ୍ ମନ୍ତ୍ରୀ। ଆଇନ […]

ସଂପୂର୍ଣ୍ଣ ପଢନ୍ତୁ
C24188a0 8ded 46ba 8593 29cfd1a3

ହେଲମେଟ୍ ବିନା ପେଟ୍ରୋଲ ଦେବା ମହଙ୍ଗା ପଡ଼ିଲା; ପେଟ୍ରୋଲ ପମ୍ପକୁ ସିଲ୍ କଲେ ଜିଲ୍ଲାପାଳ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ଜିଲ୍ଲାପାଳ ହେଲମେଟ୍ ବିନା ପେଟ୍ରୋଲ ଉପରେ ରୋକ ଲଗାଇବା ପାଇଁ ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଗତଶୁକ୍ରବାର ଏହି ନିର୍ଦ୍ଦେଶ ଉଲ୍ଲଂଘନ ଉପରେ ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହେଲମେଟ୍ ବିନା ପେଟ୍ରୋଲ ଦେବା ଘଟଣାକୁ କେନ୍ଦ୍ର କରି ଜିଲ୍ଲାପାଳ ଏକ ପେଟ୍ରୋଲ ପମ୍ପକୁ ସିଲ୍ କରି ଦେଇଛନ୍ତି। ସୂଚନାଯୋଗ୍ୟ, ଇନ୍ଦୋର ଜିଲ୍ଲାର ଅରଣ୍ଡିଆ ବାଇପାସରେ ଅବସ୍ଥିତ ଏକ ପେଟ୍ରୋଲ ପମ୍ପରେ ବିନା ହେଲମେଟରେ ଦୁଇ ଚକିଆ ଯାନକୁ […]

ସଂପୂର୍ଣ୍ଣ ପଢନ୍ତୁ
Otet B

OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ରହିଛି ସଂପୃକ୍ତି , ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIGଙ୍କ ସୂଚନା

କଟକ : ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ । ଗିରଫ କଳାହାଣ୍ଡିର ଜଣେ ଶିକ୍ଷକ । ସପ୍ତମ ଗିରଫ ଅଭିଯୁକ୍ତ ହେଉଛନ୍ତି ପ୍ରଶାନ୍ତ କୁମାର ଖମାରୀ । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ DIG ବି ଗଙ୍ଗାଧର । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଛି । ବୋର୍ଡ ଅଫିସ କର୍ମଚାରୀଙ୍କୁ ହୋଇଛି ପଚରାଉଚରା । କେମିତି ପାସ୍ ୱାର୍ଡ ମିଳିଲା ଚାଲିଛି ତଦନ୍ତ […]

ସଂପୂର୍ଣ୍ଣ ପଢନ୍ତୁ
ୖନହୂ 750x430

ଇଞ୍ଜିନିୟରଙ୍କୁ ପରିସ୍ରା ପିଆଇବା ଘଟଣା: ଗିରଫ ହେଲେ ଅଭିଯୁକ୍ତ ପିଅନ

ଗଜପତି: ଆର. ଉଦୟଗିରି ପୋଲିସ ଆରଡବ୍ଲୁଏସଏସ କାର୍ଯ୍ୟାଳୟରେ କନିଷ୍ଠ ଇଞ୍ଜିନିୟର ସଚିନ ଗୌଡ଼ଙ୍କୁ ପରିସ୍ରା ପରିବେଷଣ କରିବା ଅଭିଯୋଗରେ ପିଅନ ଶିବ ନାରାୟଣ ନାୟକଙ୍କୁ ଗିରଫ କରିଛି । ଜନସାଧାରଣରେ ଅସନ୍ତୋଷ ସୃଷ୍ଟି କରିଥିବା ଏହି ଆଶ୍ଚର୍ଯ୍ୟଜନକ ମାମଲାରେ, ଗଜପତି ଜିଲ୍ଲାର ଗ୍ରାମୀଣ ଜଳ ଯୋଗାଣ ଏବଂ ପରିମଳ (RWSS) କାର୍ଯ୍ୟାଳୟରେ ନିଯୁକ୍ତ ଜଣେ କନିଷ୍ଠ ଇଞ୍ଜିନିୟରଙ୍କୁ ପାଣି ବଦଳରେ ପରିସ୍ରା ପରିବେଷଣ କରିଥିଲେ ପିଅନ । ତେବେ ଗତ ୨୨ ଜୁଲାଇରେ RWS&S କାର୍ଯ୍ୟାଳୟରେ ଯୋଗ […]

ସଂପୂର୍ଣ୍ଣ ପଢନ୍ତୁ
242306ca 3116 459a 977f 77abb29ac32b

ମିନିଟ୍ରକ୍ ମାଲିକ-ଡ୍ରାଇଭର ବିବାଦ ଚରମରେ: ଆଇନର ଆଶ୍ରୟ ନେଲା ନିଖିଳ ଓଡ଼ିଶା ମିନିଟ୍ରକ୍ ମାଲିକ ମହାସଂଘ

ଭୁବନେଶ୍ୱର: ରାଜ୍ୟରେ ମିନିଟ୍ରକ୍ ମାଲିକ ଏବଂ ଡ୍ରାଇଭରମାନଙ୍କ ମଧ୍ୟରେ ସମ୍ପର୍କ ଏବେ ତିକ୍ତତାର ଶେଷ ସୀମାରେ ପହଞ୍ଚିଛି। ଡ୍ରାଇଭର ମହାସଂଘର ‘ଷ୍ଟିଅରିଂ ଛାଡ’ ଆନ୍ଦୋଳନ ସମୟରେ ହୋଇଥିବା କିଛି ଅପ୍ରୀତିକର ଘଟଣା ଏବଂ ପରବର୍ତ୍ତୀ ବିବାଦ ଯୋଗୁଁ ଉଭୟ ପକ୍ଷ ମୁହାଁମୁହିଁ ହୋଇଛନ୍ତି। ଏହିଭଳି ଏକ ସମ୍ବେଦନଶୀଳ ପରିସ୍ଥିତିରେ, ନିଖିଳ ଓଡ଼ିଶା ମିନିଟ୍ରକ୍ ମାଲିକ ମହାସଂଘ ଡ୍ରାଇଭରମାନଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ଆଇନର ସହାୟତା ଲୋଡ଼ିବା ସହ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଛନ୍ତି। ସୂଚନା ଅନୁଯାୟୀ, ଡ୍ରାଇଭର […]

ସଂପୂର୍ଣ୍ଣ ପଢନ୍ତୁ