ଏମ୍ସ ଭୁବନେଶ୍ୱର ଆଜି ତ୍ରୟୋଦଶ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୨୧/୯: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଗ୍ରଣୀ ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଆଜି ତ୍ରୟୋଦଶ ବାର୍ଷିକ ଉତ୍ସବକୁ ପ୍ରତିବଦ୍ଧତା ଏବଂ ଉତ୍ସାହର ସହିତ ପାଳନ କରିଛି। ଉଲ୍ଲେଖନୀୟ ସ୍ୱାସ୍ଥ୍ୟସେବା ସଫଳତା, ଡିଜିଟାଲ୍ ନବସୃଜନ ଏବଂ ଶିକ୍ଷାଗତ ଉତ୍କର୍ଷତାର ଏହି ବର୍ଷରେ ନବସୃଜନ ଏବଂ ଗବେଷଣାକୁ ଗୁରୁତ୍ବାରୋପ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଏମ୍ସ ଭୁବନେଶ୍ୱରର ପ୍ରଥମ ନିର୍ଦ୍ଦେଶକ ଡ. ଅଶୋକ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ପୂର୍ବ ଭାରତରେ ଚିକିତ୍ସା ସେବାକୁ ରୂପାନ୍ତରିତ କରିବାରେ […]
ସଂପୂର୍ଣ୍ଣ ପଢନ୍ତୁ