ଏମ୍ସ ଭୁବନେଶ୍ୱରକୁ ଭାରତର ଶ୍ରେଷ୍ଠ ମେଡିକାଲ କଲେଜ ମାନ୍ୟତା

ନୂଆଦିଲ୍ଲୀ,୧୪/୯: ଏମ୍ସ ଭୁବନେଶ୍ୱର ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‍୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ୨୦୨୫ ଅନୁଯାୟୀ ଭାରତର ଶ୍ରେଷ୍ଠ ୧୪ତମ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏହା ସହିତ ଏହା ଦେଶର ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି, ଯାହା ଏକ ବିରଳ ସଫଳତା। ଏମ୍ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସିଇଓ ଡକ୍ଟର ଅଶୁତୋଷ ବିଶ୍ୱାସ କହିଛନ୍ତି, ୨୦୨୧ରେ ୩୧ତମ ଓ ୨୦୨୪ରେ ୧୫ତମ ସ୍ଥାନରୁ ଏହି ଉନ୍ନତି ମେଡିକାଲ ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗବେଷଣାରେ […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ପାଇଁ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ ଙ୍କୁ ମନୋନୀତ

ଝଙ୍କଡ଼ , ୧୩/୯: ଶ୍ରୀକ୍ଷେତ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ର ନିଷ୍ପତ୍ତି କ୍ରମେ, ଯେଉଁ ସାଂସ୍କୃତିକ ସବକମିଟି ଗଠନ କରଯାଇଛି, ସେଥିରେ, ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଅଧ୍ୟକ୍ଷ ଥିଲା ବେଳେ ସେଥିରେ ଡଃ ଗିରିଶ ଚନ୍ଦ୍ର ମୁର୍ମୁ ସଭ୍ୟ ଓ ମୂଖ୍ୟପ୍ରଶାସକ , ପଦପ୍ରଯୁକ୍ତ ସଭ୍ୟ, ପୁରୀ ଜିଲ୍ଲାପାଳ ତଥା ଉପମୂଖ୍ୟ ପ୍ରଶାସକ ପଦପ୍ରଯୁକ୍ତ ସଭ୍ୟ ଭାବେ ମନୋନୀତ ହୋଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଡଃ ସିଦ୍ଧେଶ୍ୱର ମହାପାତ୍ର , […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ ନେଇ AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି

ଭୁବନେଶ୍ୱର,୧୩/୯: ଏଣିକି AI (Artificial intelligence) ବା କୃତ୍ରିମ ବୁଦ୍ଧିମତ୍ତାରେ ଦୌଡ଼ିବ ମୋହନ ସରକାର। ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ ନେଇ AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଛି ସାଧାରଣ ପ୍ରଶାସନ ବିଭାଗ। ପ୍ରଶାସନିକ ସଂସ୍କାର ଏବଂ ସୁଶାସନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦିଆଯାଇଛି। ଦୈନନ୍ଦିନ ସରକାରୀ କାର୍ଯ୍ୟରେ AI ଉପକରଣ ବ୍ୟବହାର ଅତ୍ୟନ୍ତ ଜରୁରୀ ବୋଲି ବିଭାଗ କହିଛି। Al ଗ୍ରହଣ କାର୍ଯ୍ୟପ୍ରଣାଳୀକୁ ସୁଗମ, ତଥ୍ୟ-ଚାଳିତ ନିଷ୍ପତ୍ତି ଗ୍ରହଣକୁ ବୃଦ୍ଧି କରିବ। […]

ସଂପୂର୍ଣ୍ଣ ପଢନ୍ତୁ

OAS-୨୦୧୯ ଟପ୍ପର ଅଶ୍ୱିନୀ କୁମାର ପଣ୍ଡା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ

ବାମରା, ୧୩/୯: ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା -୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ […]

ସଂପୂର୍ଣ୍ଣ ପଢନ୍ତୁ

ମାର୍କେଟ କମ୍ପ୍ଲେକ୍ସ ଘର ଭୁଶୁଡ଼ି ଦୋକାନ ମାଲିକ ଲୋକନାଥ ପାତ୍ରଙ୍କ ମୃତ୍ୟୁ

କୋରାପୁଟ,୧୩/୯: କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟ ତଥା ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସର ୨ଟି ଦୋକାନ ଘର ଭୁଶୁଡ଼ି ଶନିବାର ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦୋକାନ ମାଲିକ ଲୋକନାଥ ପାତ୍ର(୬୨)। ଅନ୍ୟ ୩ଜଣ ଘଟଣାରୁ ବର୍ତ୍ତିଯାଇଛନ୍ତି। ଦୋକାନ ମାଲିକ ଲୋକନାଥ ପାତ୍ର କେତେଜଣ ଶ୍ରମିକଙ୍କୁ ନେଇ ଦଶହରା ପୂର୍ବରୁ ଦୋକାନ ସଫା କରୁଥିଲେ। ଏହି ସମୟରେ ଶ୍ରମିକମାନେ ଡ୍ରିଲିଂ କାର୍ଯ୍ୟ କରୁଥିବା ବେଳେ ଗୋଟିଏ କୋଠାର ଦୁଇଟି ଦୋକାନ ଛାତ […]

ସଂପୂର୍ଣ୍ଣ ପଢନ୍ତୁ

କେନ୍ଦୁଝର ଠାରେ ଜିରୋ ଆକ୍ସିଡେଣ୍ଟ ଡେ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୧୩/୯: “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day(ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ […]

ସଂପୂର୍ଣ୍ଣ ପଢନ୍ତୁ

କନ୍ୟା ସନ୍ତାନ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ ଜୁଭେନାଇଲ୍‌ ଜଷ୍ଟିସ୍‌ ପରାମର୍ଶ କର୍ମଶାଳା

କଟକ/ଭୁବନେଶ୍ୱର, ୧୩/୯: ଓଡ଼ିଶା ହାଇକୋର୍ଟର ଜୁଭେନାଇଲ୍‌ ଜଷ୍ଟିସ୍‌ କମିଟି, ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ୟୁନିସେଫ୍‌ର ମିଳିତ ଆନୁକୂଲ୍ୟରେ ‘କନ୍ୟା ଶିଶୁ ସୁରକ୍ଷା: ଭାରତରେ କନ୍ୟା ସନ୍ତାନଙ୍କ ପାଇଁ ଏକ ସୁରକ୍ଷିତ ଏବଂ ସକ୍ଷମ ପରିବେଶ’ ଶୀର୍ଷକ ଏକ ରାଜ୍ୟସ୍ତରୀୟ ଜୁଭେନାଇଲ୍‌ ଜଷ୍ଟିସ୍‌ ପରାମର୍ଶ କର୍ମଶାଳା ଆୟୋଜିତ ହୋଇଯାଇଛି ।ଆଜି କଟକର ଓଡ଼ିଶା ଜୁଡିସିଆଲ୍‌ ଏକାଡେମୀରେ ଆୟୋଜିତ ଏହି କର୍ମଶାଳାକୁ ଉଦ୍‌ଘାଟନ କରି ମାନ୍ୟବର ମୁଖ୍ୟ ବିଚାରପତି ଶ୍ରୀ ହରିଶ ଟଣ୍ଡନ୍‌ ହିଂସା, ବାଲ୍ୟବିବାହ […]

ସଂପୂର୍ଣ୍ଣ ପଢନ୍ତୁ

ସମ୍ବଲପୁର ବିଶ୍ୱବିଦ୍ୟାଳୟ ୩୫ତମ ସମାବର୍ତ୍ତନ ଉତ୍ସବ

ସମ୍ବଲପୁର,୧୩/୯: ଭାରତର ଭବିଷ୍ୟତ ଗଠନରେ ଯୁବପିଢ଼ିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଯୁବ ଯୁବବର୍ଗ ନୀତିବାନ, ଦାୟିତ୍ୱବାନ ଏବଂ ବିଶ୍ୱସ୍ତରୀୟ ସକ୍ଷମ ନାଗରିକ ହେବାକୁ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ସେପ୍ଟେମ୍ବର ୧୩ ତାରିଖ ଦିନ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜ୍ୟୋତି ବିହାରର ୩୫ତମ ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଦେଇଛନ୍ତି । ଏହି ସମାରୋହରେ ଗ୍ରାଜୁଏଟିଂ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟପାଳ ଉଦବୋଧନ ଦେଇ ୨୦୪୭ ମସିହା ସୁଦ୍ଧା ଭାରତକୁ […]

ସଂପୂର୍ଣ୍ଣ ପଢନ୍ତୁ

ଫଟାଟାଙ୍ଗର ଗ୍ରାମରେ ଜନ ଜାତି ସଶକ୍ତିକରଣ ଜୀବିକା ନିର୍ବାହ କାର୍ଯ୍ୟକ୍ରମ

ବାମରା, ୧୩/୯: ବାମରା ବ୍ଲକ କେଶାଇବାହାଲ ପଞ୍ଚାୟତ ଅନ୍ତର୍ଗତ ଫଟାଟାଙ୍ଗର ଗ୍ରାମରେ ଜନଜାତି ସଶକ୍ତିକରଣ ଜୀବିକା ନିର୍ବାହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଏହି ଅବସର ରେ ଏକ ବହୁମୁଖୀ ପ୍ରାଣୀ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଫଟାଟାଙ୍ଗର ଓ ଡଙ୍ଗାଯୋର ଗ୍ରାମର ଚାଷୀ ମାନଙ୍କ ମୋଟ ଶହେ ୩୯ ଗୋଟି ଛେଳି, ଗାଈ ଓ ବଳଦ ମାନଙ୍କ ବସନ୍ତ ଟୀକା, କୁର୍ମୀ, ଚର୍ମ ଓ ଡିୱାର୍ମି ରୋଗ ପରୀକ୍ଷା କରିବା ସହ […]

ସଂପୂର୍ଣ୍ଣ ପଢନ୍ତୁ

ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସମାବର୍ତ୍ତନ ଉତ୍ସବ

କଟକ, ୧୨/୯: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶାର (NLUO)ର ଦ୍ୱାଦଶ ସମାବର୍ତ୍ତନ ଉତ୍ସବ ୧୩ ସେପ୍ଟେମ୍ବର ୨୦୨୫ରେ କ୍ୟାମ୍ପସର ଆମ୍ଫିଥିଏଟରରେ ଅନୁଷ୍ଠିତ ହେବ | ସମାବର୍ତ୍ତନ ଉତ୍ସବ ବାବଦରେ ଆଜି ଏନଏଲଓୟୁର କୁଳପତି ପ୍ରଫେସର ବେଦ କୁମାରୀ କହିଛନ୍ତି ଯେ ବିଶ୍ୱବିଦ୍ୟାଳୟ ପାଞ୍ଚ ବର୍ଷିଆ ସମନ୍ୱିତ ବିଏ ଏଲଏଲବି (ଅନର୍ସ) ଏବଂ ବିବିଏ ଏଲଏଲବି(ଅନର୍ସ)ର ୧୬୮ ଜଣ ସ୍ନାତକଙ୍କୁ ଡିଗ୍ରୀ ପ୍ରଦାନ କରିବ। ୪୨ ଜଣ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଏଲଏଲଏମ ଡିଗ୍ରୀ ପ୍ରଦାନ କରାଯିବ ଏବଂ ୩ଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ