ପାରାଦ୍ବୀପରେ ନିର୍ମାଣ ହେବ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ର

ଭୁବନେଶ୍ୱର, ୧୧/୯: ଓଡିଶା କଙ୍କଡା ଚାଷୀଙ୍କ ବହୁ ଦିନର ସ୍ବପ୍ନ ହେବାକୁ ଯାଉଛି ସାକାର । ପାରାଦ୍ବୀପରେ ୨ କୋଟି ୮୧ ଲକ୍ଷ ଟଙ୍କା ବ୍ୟୟ କରାଯାଇ ୫ ଲକ୍ଷ ଉତ୍ପାଦନ କ୍ଷମତା ସମ୍ପନ୍ନ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ରର ହେବ ନିର୍ମାଣ । ଏହା ଫଳରେ ଓଡ଼ିଶାର କଙ୍କଡା ଚାଷୀଙ୍କୁ ଆଉ କଙ୍କଡ଼ା ଜାଆଁଳ ପାଇଁ ଚେନ୍ନାଇସ୍ଥିତ ରାଜୀବ ଗାନ୍ଧୀ ଜଳଜୀବ କେନ୍ଦ୍ର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ସୁଦୂର […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡ଼ିଶାରେ ରୋପଣ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର, ୧୧/୯: ମା’ ମାନେ ହେଉଛନ୍ତି ତ୍ୟାଗ ଓ ତିତିକ୍ଷାର ଏକ ପ୍ରଜ୍ବଳିତ ପ୍ରତୀକ । ବୃକ୍ଷଟିଏ ମଧ୍ୟ ଠିକ ମା’ ଟିଏ ପରି କୌଣସି ପ୍ରତ୍ୟାଶା ନରଖି ଜଗତର ମଙ୍ଗଳ ପାଇଁ ନିଜର ସବୁକିଛି ପ୍ରଦାନ କରିଥାଏ । ମା’ଙ୍କ ସମ୍ମାନାର୍ଥେ ଏବଂ ପ୍ରକୃତି ଓ ପରିବେଶର ସୁରକ୍ଷା ଓ ସମୃଦ୍ଧି ପାଇଁଗତବର୍ଷ ଜୁନ ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନର ମହାର୍ଘ୍ୟ ଅବସରରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କରିଥିଲେ ‘ଏକ […]

ସଂପୂର୍ଣ୍ଣ ପଢନ୍ତୁ

ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି।

ଭୁବନେଶ୍ୱର, ୧୧/୯ :ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ […]

ସଂପୂର୍ଣ୍ଣ ପଢନ୍ତୁ

ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୧୧/୯: ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ବୈଧମାପ ବିଜ୍ଞାନ ନିର୍ଦ୍ଦେଶାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ମନ୍ତ୍ରୀ ଶ୍ରୀ ପାତ୍ର ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏଥିନିମନ୍ତେ ସମସ୍ତ […]

ସଂପୂର୍ଣ୍ଣ ପଢନ୍ତୁ

14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ

ନୂଆଦିଲ୍ଲୀ,୧୧/୯: ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି। OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ ମାର୍ସଲ […]

ସଂପୂର୍ଣ୍ଣ ପଢନ୍ତୁ

ଓଡିଶା ପୁଲିସ ତରଫର “ଅପରେସନ୍ ପ୍ରହାର”

କଟକ, ୧୧/୯: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟକୁ ନିଶାମୁକ୍ତ କରିବା ତଥା ନିଶା କାରବାର ଉପରେ ରୋକ ଲଗାଇବା ପାଇଁ ଓଡିଶା ପୁଲିସ ତରଫରୁ “ଅପରେସନ୍ ପ୍ରହାର” ଆରମ୍ଭ କରାଯାଇଛି। ଗତ ୧ ତାରିଖରୁ ୦୭ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲା ପୁଲିସ ଏହି ଅଭିଯାନରେ ସାମିଲ ହୋଇ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛନ୍ତି। ଚଢ଼ାଉ ବେଳେ ବିପୁଳ ପରିମାଣର ଗଞ୍ଜେଇ, ବ୍ରାଉନ ସୁଗର, କଫ ସିରପ ଭଳି ନିଶାଦ୍ରବ୍ୟ ଚୋରା ଚାଲାଣ ଉପରେ […]

ସଂପୂର୍ଣ୍ଣ ପଢନ୍ତୁ

ଭାଗ୍ୟଶ୍ରୀ ଭାଗ୍ୟ ପଥର ତଳେ ପ୍ରଶାସନର ପ୍ରତିଶୃତି ପାଣିରେ ଗାର

ଝଙ୍କଡ଼, ୧୧/୯: ଅସହାୟ ଗରିବ ଭିନ୍ନକ୍ଷମଙ୍କ ପାଇଁ ସରକାର ଙ୍କର ମାଳମାଳ ଯୋଜନା ଚାଲିଥିବା ବେଳେ, ସେ ସବୁକିଛି ଅପହଞ୍ଚ ରହିଚି, ଜନ୍ମରୁ ଭିନ୍ନକ୍ଷମ ଥିବା ୧୯ ବର୍ଷର ଝିଅ ଭାଗ୍ୟ ଶ୍ରୀ ଜେନା ଙ୍କ ନିକଟରେ । ଖବର ଅନୁଯାଇ,ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ,ଗୋବିନ୍ଦପୁର ପଞ୍ଚାୟତ ଅଧିନ ଅରଡଙ୍ଗ ଗ୍ରାମର ପ୍ରଦୀପ କୁମାର ଜେନା ଙ୍କର ତିନିଝିଅ ସିନା ଜେନା (୨୪ବର୍ଷ) ପ୍ରିୟଦର୍ଶିନୀ ଜେନା ଆଇ ଏ ଓ ବି ଏ ପାଠପଢି ଘରେ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ୩ଗୋଟି ସ୍ୱତନ୍ତ୍ର ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି

ଭୁବନେଶ୍ୱର, ୧୧/୯: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆଜି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଶା ଲଳିତ କଳା ଏକାଡେମୀ ପାଇଁ ୩ଗୋଟି ସ୍ୱତନ୍ତ୍ର ୱେବ୍ ସାଇଟକୁ ଉନ୍ମୋଚିତ କରାଯାଇଛି। ଏଥିସହ ସଂସ୍କୃତି ବିଭାଗ ଅଧିନସ୍ଥ ରବୀନ୍ଦ୍ର ମଣ୍ଡପ, ଭଞ୍ଜକଳା ମଣ୍ଡପ ଏବଂ ଉତ୍କଳ ମଣ୍ଡପର ଅନଲାଇନ ବୁକିଂ ପାଇଁ ମଧ୍ୟ ଗୋଟିଏ ସ୍ୱତନ୍ତ୍ର “ମଣ୍ଡପ ୱେବ୍ ସାଇଟ୍”କୁ ଉନ୍ମୋଚିତ କରାଯାଇଛି। “ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ […]

ସଂପୂର୍ଣ୍ଣ ପଢନ୍ତୁ

ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଅବସରରେ କଳିଙ୍ଗ ଷ୍ଟାଡ଼ିୟମ ଠାରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି

ଭୁବନେଶ୍ୱର, ୧୧/୯: “ପ୍ରତ୍ୟେକଟି ଜୀବନ ହେଉଛି ମୂଲ୍ୟବାନ। ଆଜି ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଅବସରରେ କଳିଙ୍ଗ ଷ୍ଟାଡ଼ିୟମ ଠାରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଜୀବନରେ କୌଣସି ପରିସ୍ଥିତିରେ ମଧ୍ୟ ଆତ୍ମହତ୍ୟା ମାନସିକତା ନ ଆଣିବା, ଜୀବନରେ ସକାରତ୍ମକ ଚିନ୍ତାଧାରା ରଖିବାର ଭାବନାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ “ଜୀବନ ଜିନ୍ଦାବାଦ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଜୀବନରେ କୌଣସି ଏକ ଦୁର୍ବଳ ମୁହୂର୍ତ୍ତରେ ଯଦି ଦୃଢ଼ତାର ସହ ଆମେ ନିଜକୁ ବୁଝାଇ ପାରିବା ଏବଂ ପ୍ରତ୍ୟେକ […]

ସଂପୂର୍ଣ୍ଣ ପଢନ୍ତୁ

ବେଗୁନିଆ ଶାଖା ଡାକପାଳ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଝଙ୍କଡ଼, ୧୦/୯: ସାରଳା ପୀଠ କନକପୁର ଉପଡାକଘର ଅଧୀନସ୍ଥ, କଟରା ପଞ୍ଚାୟତ ଅନ୍ତର୍ଗତ ବେଗୁନିଆ ଶାଖା ଉପଡାକପାଳ ଅବିନାଶ ସାହୁ ଙ୍କୁ ଗତ ବୁଧବାର ଦିନ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ କନକପୁର ଉପଡାକପାଳ ତ୍ରିଲୋଚନ ପ୍ରଧାନ ସଭାପତିତ୍ବ କରିଥିଲାବେଳେ, ମୂଖ୍ୟ ଅତିଥି ଭାବେ କୁଜଙ୍ଗ ସବ୍ଡିଭିଜନ ର ଡାକ ନୀରିକ୍ଷକ ମଧୁସ୍ମିତା ମଲ୍ଲ ଓ ସମ୍ମାନିତ ଅତିଥି ଭାବରେ ବିଳାସ କୁମାର ନନ୍ଦ ଓ ଗୁରୁପଦ ଗିରି […]

ସଂପୂର୍ଣ୍ଣ ପଢନ୍ତୁ