ଆମେରିକା ଯିବେ ନାହିଁ ପ୍ରଧାନମନ୍ତ୍ରୀ ମୋଦି: ଭାରତର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭/୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଶେଷରେ ନ୍ୟୁୟର୍କରେ ଅନୁଷ୍ଠିତ ହେବାକୁ ଥିବା ଜାତିସଂଘ ସାଧାରଣ ସଭା (UNGA) ଅଧିବେଶନରେ ଯୋଗଦେବେ ନାହିଁ। ତାଙ୍କ ସ୍ଥାନରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ୟୁଏନଜିଏରେ ଭାରତକୁ ପ୍ରତିନିଧିତ୍ୱ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ UNGAରେ ଯୋଗ ନ ଦେବା ନିଷ୍ପତ୍ତି ଏପରି ସମୟରେ ଆସିଛି। ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ଜରିମାନା ଲଗାଇଛନ୍ତି, ଯାହା ପରେ ଭାରତ ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ବହୁବିଧ ସେବାରେ ସମର୍ପିତ ସାମାଜିକ ସଂଗଠନ ସଂଯୁକ୍ତା ମେମୋରିଆଲ ଟ୍ରଷ୍ଟ

କଟକ ସଦର, ୭/୯: ଏନ୍ଏନ୍ଏସ୍: ରାଜ୍ୟର ଅଗ୍ରଣୀ ସାମାଜିକ ସଙ୍ଗଠନ ସଂଯୁକ୍ତା ମେମୋରିଆଲ ଚାରିଟେବୁଲ୍ ଟ୍ରଷ୍ଟ ସମାଜସେବା,ରକ୍ତଦାନ,ପରିବେଶ ସୁରକ୍ଷା ସହ ଚାରା ରୋପଣ ଓ ବଣ୍ଟନ,ବାଳାଶ୍ରମ ଓ ବୃଦ୍ଧାଶ୍ରମ ମାନଙ୍କରେ ସେବା କାର୍ଯ୍ୟ,ରୋଗୀ ସେବା,ରକ୍ତଦାନ ମହାସେବା, ଜଳଛତ୍ର,ଶିକ୍ଷାଦାନ,ପାଠାଗାର ପ୍ରତିଷ୍ଠା,ପୂଜ୍ୟପୂଜା ସହ ପ୍ରତିଭା ସମ୍ମାନ ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ସାଲେପୁର ବ୍ଲକ୍ ଉପକଣ୍ଠ ୪୬ ନମ୍ୱର ଜୋନର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟାଦିବଂଗତ ସଂଯୁକ୍ତା ଦେବୀଙ୍କ ସ୍ମୃତି ଉଦ୍ଧେଶ୍ୟରେ ତାଙ୍କ ମହାନ୍ […]

ସଂପୂର୍ଣ୍ଣ ପଢନ୍ତୁ

କଟକ ଜିଲ୍ଲା ପରିଷଦର ଏକାଦଶ ତମ ସାଧାରଣ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି

କଟକ ,୬/୯: କଟକ ଜିଲ୍ଲା ପରିଷଦର ଏକାଦଶ ତମ ସାଧାରଣ ବୈଠକ ଶନିବାର ଦିନ ସଦଭାବନା ସଭାଗୃହ ରେ ଅଧ୍ୟକ୍ଷ କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପାଧ୍ୟକ୍ଷା ସୁଭଦ୍ରା ଦାସ, ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେଵ୍ ସିନ୍ଧେ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ପ୍ରଶାନ୍ତ ନାୟକ, କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ବଡ଼ମ୍ବା ବିଧାୟକ ବିଜୟ ଦଳବେହେରାଙ୍କ ସମେତ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶାର କଂସା କାରିଗରୀ ଓ ଐତିହ୍ୟ ସଂପର୍କିତ ଗବେଷଣାତ୍ମକ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୬/୯: ଏମଜିଏମ୍ ଫାଉଣ୍ଡେସନ୍ ଏବଂ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ୍ ଆର୍ଟ ଆଣ୍ଡ୍ ଡିଜାଇନ୍ ଷ୍ଟୁଡିଓ (ବିଇଏଡ଼ିଏସ୍) ପକ୍ଷରୁ ପ୍ରସ୍ତୁତ “କଂସା : ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ ” ନାମକ ଏକ ଗବେଷଣାତ୍ମକ ପୁସ୍ତକ ଆଜି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ପୁସ୍ତକରେ ଓଡ଼ିଶାର ସମୃଦ୍ଧ କଂସା ଶିଳ୍ପ ଐତିହ୍ୟ ସଂପର୍କରେ ଗବେଷଣାତ୍ମକ ବର୍ଣ୍ଣନା ରହିଛି । ଏହି ପୁସ୍ତକ, ଓଡ଼ିଶା କ୍ରାଫ୍ଟ ଓଡିସି (ଓସିଓ ) ଫେଲୋସିପ୍ କାର୍ଯ୍ୟକ୍ରମ ୨୦୨୪ […]

ସଂପୂର୍ଣ୍ଣ ପଢନ୍ତୁ

ଇସ୍କନର ଅଦିନିଆ ରଥଯାତ୍ରା ସଂପର୍କରେ ଗଜପତି ମହାରାଜଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର, ୬/୯: ଭଗବାନ କୃଷ୍ଣଙ୍କ ପ୍ରଚାର କରିବା ଭଲ। କିନ୍ତୁ ଅଦିନରେ କଲେ ମଙ୍ଗଳ ନୁହେଁ। ପଶ୍ଚିମବଙ୍ଗର ମାୟାପୁରୀରେ ଥିବା ଇସ୍କନ କାର୍ଯ୍ୟାଳୟକୁ ୧୦୦ ପୃଷ୍ଠା ବିଶିଷ୍ଟ ଏକ ରିପୋର୍ଟ ଇସ୍କନ କର୍ତ୍ତୃପକ୍ଷଙ୍କୁ ପଠାଯାଇଛି। ଇସ୍କନ କ’ଣ ଉତ୍ତର ଦେଉଛି ଦେଖିବାକୁ ଅପେକ୍ଷା କରାଯାଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ଶନିବାର ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି। ଗଜପତି ମହାରାଜ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ଉପରେ ଯଦି ପଢ଼ିବେ ୫୦ ବର୍ଷ ଧରି ଇସ୍କନ […]

ସଂପୂର୍ଣ୍ଣ ପଢନ୍ତୁ

କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେସନ ପ୍ରହାର ଅଭିଯାନ

କନ୍ଧମାଳ, ୬/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେସନ ପ୍ରହାର ଅଭିଯାନ l ରାଜ୍ୟ ପୋଲିସ ମହାନିର୍ଦେଶକ ଙ୍କ ନିର୍ଦେଶ କ୍ରମେ ସମସ୍ତ ଶିକ୍ଷାନୁଷ୍ଠାନ ର ଶହେ ମିଟର ପରିଧି ମଧ୍ୟରେ ନିଶାଦ୍ରବ୍ୟ ବିକ୍ରି ଉପରେ ରୋକ ଲଗା ଯାଇଛି l ଅପରେସନ ପ୍ରହାର ଅଭିଯାନ ନେଇ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ର 100 ମିଟର ପରିଧି ମଧ୍ୟରେ ଥିବା ବିଭିନ୍ନ ଦୋକାନ ରେ ଚଢ଼ାଉ କରାଯାଇଥିଲା l ବାଲିଗୁଡା ଏସଡ଼ିପିଓ ରମେନ୍ଦ୍ର ପ୍ରସାଦ […]

ସଂପୂର୍ଣ୍ଣ ପଢନ୍ତୁ

ମାଣ୍ଡିଆ ଦିବସ ୨୦୨୫ ପାଳନ ଉପଲକ୍ଷେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୬/୯: ଆଜି ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଏକମାତ୍ର ରାଜ୍ୟଭାବେ ମାଣ୍ଡିଆ ଦିବସ ପାଳନ କରୁଛି । ପ୍ରତିବର୍ଷ ନଭେମ୍ବର ମାସ ୧୦ ତାରିଖକୁ ମାଣ୍ଡିଆ ଦିବସ ରୂପେ ପାଳନ କରାଯାଉଅଛି । ଏହି ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୦ ଓ ୧୧ ରେ ଦୁଇଦିନ […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ୱରରେ ୧୦୦ ଏକର ଯାଗାରେ ନିର୍ମାଣ ହେବ ସାଇନ୍ସ ସିଟି

ଭୁବନେଶ୍ୱର, ୬/୯: ରାଜ୍ୟରେ ସାଇନ୍ସ ସିଟି ନିର୍ମାଣ ପାଇଁ ପ୍ରକ୍ରିୟା ଜାରି ରହିଛି । ଏଥିନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ମର୍ମରେ ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ ସେଠାରେ ଥିବା ସାଇନ୍ସ ସିଟିର ନିର୍ମାଣ ଶୈଳୀ ଓ କାର୍ଯ୍ୟଦକ୍ଷତା ମଧ୍ୟ ଅନୁଧ୍ୟାନ କରୁଛନ୍ତି । ଗତ ସପ୍ତାହରେ ବିଜ୍ଞାନ ଓ ପ୍ରଯୁକ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ରସୁଲପୁର ଓ ମୂଳିସିଂହ ରେ ମହମ୍ମଦଙ୍କ ୧୫୦୦ ଜୟନ୍ତୀ ପାଳନ

ଝଙ୍କଡ଼, ୬/୯: ଇସଲାମ ଧର୍ମ ର ମାର୍ଗଦର୍ଶକ ମହମ୍ମଦ ଙ୍କ ୧୫୦୦ ତମ ଜୟନ୍ତୀ, ଜଗତସିଂହପୁର ଜିଲ୍ଲା, ତିର୍ତ୍ତୋଲ ବ୍ଲକ ଅଧୀନ ବିରିତୋଳ ପଞ୍ଚାୟତ , ରସୁଲପୁର ଓ ମୂଳିସିଂହ ପଞ୍ଚାୟତରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ରସୁଲପୁର ରେ ବସ୍ତିର ମୂରବି ତଥା ବିଶିଷ୍ଟ ସମାଜସେବୀ ଶେଖ୍ ତମିଜ୍ ଉଦ୍ଦିନ ଙ୍କ ନେତୃତ୍ୱରେ ଏହି ଉପଲକ୍ଷେ ଆୟୋଜିତ ଏକ ବିଶାଳ ଶୋଭାଯାତ୍ରା ନଗର ପରିକ୍ରମା କରି ସହର ହାଟ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ […]

ସଂପୂର୍ଣ୍ଣ ପଢନ୍ତୁ

ମୂଳିସିଂହ ସେଣ୍ଟ ଜାଭିୟର୍ସ ସ୍କୁଲରେ ଗୁରୁଦିବସ ପାଳନ

ଝଙ୍କଡ଼, ୬/୯: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମୂଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ରେ ଗୁରୁଦିବସ ପାଳିତ ହୋଇଯାଇଛି। ଛାତ୍ର ଛାତ୍ରୀ ମାନେ ଫୁଲ ଚନ୍ଦନ ଓ ଅକ୍ଷତ ଦେଇ ଗୁରୁଜୀ ଗୁରୂମl ଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ , ଅନୁଷ୍ଠାନର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା, ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାରଣା, ଶିକ୍ଷୟତ୍ରୀ ମୋନାଲିସା ଭଟ୍ଟ ଓ ଶିକ୍ଷକ ଅଶୋକ କୁମାର ବେହେରା ପ୍ରମୁଖ […]

ସଂପୂର୍ଣ୍ଣ ପଢନ୍ତୁ