ଉପମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତମନ୍ତ୍ରୀଙ୍କ ଅଧକ୍ଷତାରେ ପୁରୀ ଜିଲ୍ଲା ରୋଡ଼ ନେଟୱର୍କ ନେଇ ଉଚ୍ଚସ୍ତରୀୟ ବୈଠକ
ପୁରୀ, ୫/୯: ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ପୁରୀ ଜିଲ୍ଲା ରୋଡ଼ ନେଟୱର୍କ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ବୈଠକରେ ପୁରୁଣା ପିପିଲି-କୋଣାର୍କ ରାସ୍ତାକୁ ୭ ମିଟରରୁ ୧୦ ମିଟର ପର୍ଯ୍ୟନ୍ତ ଅଧିକ ପ୍ରଶସ୍ତ କରିବା ସହ ନୂତନ ଭାବେ ପିପିଲି-କୋଣାର୍କକୁ ନୂଆ ଗ୍ରୀନ ଫିଲଡ଼ କରିଡର ସହ ସଂଯୋଗ କରିବା ନେଇ ଆଲୋଚନା ହୋଇଥିଲା I […]
ସଂପୂର୍ଣ୍ଣ ପଢନ୍ତୁ