ଶ୍ରୀମନ୍ଦିରକୁ ପୁଲିସ ଓ ସେବାୟତଙ୍କୁ ମୋବାଇଲ ମନା
ପୁରୀ, ୧୫/୧୦: ଶ୍ରୀମନ୍ଦିର ସୁରକ୍ଷା ସବ୍-କମିଟିର ପ୍ରଥମ ବୈଠକ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁରକ୍ଷା ସବ୍-କମିଟି ଅଧ୍ୟକ୍ଷ ଡ. ଗିରୀଶ ଚନ୍ଦ୍ର ମୁର୍ମୁ ଅଧ୍ୟକ୍ଷତା କରିଥିଲେ। ଜିଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଅଯୋଧ୍ୟା ରାମ ମନ୍ଦିର ଓ ତିରୁପତି ମନ୍ଦିର ସୁରକ୍ଷା ବ୍ୟବସ୍ଥା ଭଳି ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଅବଲମ୍ବନ […]
ସଂପୂର୍ଣ୍ଣ ପଢନ୍ତୁ