ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ୧୨ ଗୋରୁ ମୃତ
ଉଦ୍ରକ, ୨୦/୧୧: ବେଆଇନ ଗୋଚାଲାଣ ବେଳେ ଗାଡି ଓଲଟି ପଡି ୧୨ ଗୋରୁ ମୃତ୍ୟୁ ଘଟିଛି। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଗେଲଟୁଆ ନିକଟରେ ବେଆଇନ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡିଛି। ଘଟଣା ସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଆଗରପଡାରୁ ଏକ ପିକଅପ ଭ୍ୟାନ ବେଆଇନ ଭାବରେ ଭିତରେ ଚେମ୍ବର କରି ୧୭ଟି ଗୋରୁଙ୍କୁ ନେଇ ଭଦ୍ରକ ଅଭିମୁଖେ ଆସୁଥିଲା। କୌଣସି ସୂତ୍ରରୁ ଖବର ପାଇ ଗୋରକ୍ଷକମାନେ […]
ସଂପୂର୍ଣ୍ଣ ପଢନ୍ତୁ