ନୂଆ ସୁଭଦ୍ରାଙ୍କୁ ନୂଆବର୍ଷରେ ଡବଲ୍ କିସ୍ତି
ଭୁବନେଶ୍ୱର, ୨୯/୧୧: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି । ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। […]
ସଂପୂର୍ଣ୍ଣ ପଢନ୍ତୁ