ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ
ନୂଆଦିଲ୍ଲୀ,୮/୧୧: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ୧ରୁ ଆରମ୍ଭ ହୋଇ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ । ସେ କହିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି।ସୋସିଆଲ ମିଡ଼ିଆରେ ପୋଷ୍ଟ କରି କିରଣ କହିଛନ୍ତି, “ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ଡିସେମ୍ବର ୧, ୨୦୨୫ ରୁ ଡିସେମ୍ବର ୧୯, […]
ସଂପୂର୍ଣ୍ଣ ପଢନ୍ତୁ