କଟକ ବାଲିଯାତ୍ରା ପୂର୍ବ ଭାରତର ସର୍ବବୃହତ୍ ବାଣିଜ୍ୟିକ ଓ ସାଂସ୍କୃତିକ ମେଳା : ମୁଖ୍ୟମନ୍ତ୍ରୀ
କଟକ, ୬/୧୧ : ଓଡ଼ିଶାର ଗୌରବମୟ ଇତିହାସର ସୁନ୍ଦର ପରିଚୟ ଐତିହାସିକ ବାଲିଯାତ୍ରା। ଏହା କେବଳ ମେଳା ନୁହେଁ; ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା ଓ ଓଡ଼ିଆ ସାଧବ ପୁଅଙ୍କ ସାହସ ଆଉ ବାଣିଜ୍ୟର ଜୀବନ ସ୍ମୃତି। ବାଲିଯାତ୍ରା ପୂର୍ବ ଭାରତର ସବୁଠାରୁ ବଡ଼ ସାଂସ୍କୃତିକ ମୁକ୍ତାକାଶ ବାଣିଜ୍ୟିକ ମେଳା। ବାଲିଯାତ୍ରା ଅାୟୋଜନ ପାଇଁ ପୂର୍ବରୁ ୨ କୋଟି ଟଙ୍କା ସରକାରୀ ଅନୁଦାନ ମିଳୁଥିବା ବେଳେ ଚଳିତ ବର୍ଷ ଐତିହାସିକ ଉତ୍ସବ ପାଇଁ ୧୦ କୋଟି ଟଙ୍କା ସରକାରୀ […]
ସଂପୂର୍ଣ୍ଣ ପଢନ୍ତୁ