ବ୍ରାଜିଲରେ ବାଦୁଡ଼ିଠାରେ କୋଭିଡ୍-୧୯ ଭୂତାଣୁ ଚିହ୍ନଟ
ନୂଆଦିଲ୍ଲୀ,୧/୧୧: ବ୍ରାଜିଲରେ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ବାଦୁଡ଼ିଠାରେ କୋଭିଡ୍-୧୯ ଭଳି ଭୂତାଣୁ ଚିହ୍ନଟ ହୋଇଛି। ଆମେରିକା, ଜାପାନ,ଅଷ୍ଟ୍ରେଲିଆ ଏବଂ ବେଲ୍ଜିୟମ୍ର ବୈଜ୍ଞାନିକମାନଙ୍କ ଏକ ଅନ୍ତର୍ଜାତୀୟ ଟିମ୍ ଏହି ନୂଆ ଭାଇରସ୍ ଚିହ୍ନଟ କରିଥିବାବେଳେ ଏହାକୁ ନେଇ ସମ୍ଭାବ୍ୟ ସଂକ୍ରମଣ ଓ ନୂଆ ରୋଗର ଆଶଙ୍କା ଦେଖାଦେଇଛି। ବେଟାକରୋନା ଭୂତାଣୁ ଯଥା ସିଭିୟର୍ ଆକ୍ୟୁଟ୍ ରେସ୍ପିରେଟୋରି ସିଣ୍ଡ୍ରୋମ୍ ଭାଇରସ୍ (ଏସ୍ଏଆର୍ଏସ୍-ସିଓଭି-୨) ଏବଂ ମିଡିଲ୍ ଇଷ୍ଟ୍ ରେସ୍ପିରେଟୋରି ସିଣ୍ଡ୍ରୋମ୍ ଭାଇରସ୍ (ଏମ୍ଇଆର୍ଏସ୍-ସିଓଭି) ସମେତ ଅନେକ ଭୂତାଣୁର ପ୍ରାକୃତିକ ଭଣ୍ଡାର ହେଉଛନ୍ତି […]
ସଂପୂର୍ଣ୍ଣ ପଢନ୍ତୁ