୩୬ ଜଣଙ୍କ ଦରମା ବନ୍ଦ

କଟକ, ୨୭/୧୧ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି। ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ ସୂଚନା ଦେଇଛନ୍ତି। କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ରହିଛି। ଅଭିଯୋଗ ସମାଧାନ କ୍ଷେତ୍ରରେ […]

ସଂପୂର୍ଣ୍ଣ ପଢନ୍ତୁ

ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ଭାରତର ରାଷ୍ଟ୍ରପତି

ଭୁବନେଶ୍ୱର, ୨୭/୧୧ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ବମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର […]

ସଂପୂର୍ଣ୍ଣ ପଢନ୍ତୁ

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ‘ଏହି ଗୃହରୁ ମୁଁ ବହୁତ କିଛି ଶିଖିଛି’

ଭୁବନେଶ୍ବର, ୨୭/୧୧: ମା’ଟି ମୋର କେତେ ନିଜର…। ବିଶ୍ବର ଅନେକ ଗୃହରେ ସମ୍ବୋଧନ କରିବାର ସୁଯୋଗ ପାଇଛି। କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବାର ସ୍ମୁତି ଟିକିଏ ନିଆରା। ଏଠାରୁ ମୁଁ କଥା କହିବା ଶିଖିଛି। ରାଜନେତା ହିସାବରେ ଲୋକଙ୍କୁ କେମିତି ବ୍ୟବାର କରିବା ଓ ପ୍ରସଙ୍ଗ ଉପସ୍ଥାପନ କରିବା, ତାହା ଓଡ଼ିଶା ବିଧାନସଭା ମୋତେ ଶିଖାଇଛି। ଓଡ଼ିଶା ବିଧାନସଭା ମୋର ଫାଉଣ୍ଡେସନକୁ ସୁଦୃଢ଼ କରିଛି। ଜଗନ୍ନାଥଙ୍କର ଆଶୀର୍ବାଦ ନଥିଲେ, ମୁଁ ଯେଉଁଠି ଅଛି, ବୋଧେ ନଥାନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଭାକର ମହାନ୍ତିଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳୀ

ଝଙ୍କଡ଼, ୨୭/୧୧: ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ଠାକୁରାଣୀ ଙ୍କ ପାତାଳିକ୍ଷେତ୍ର ଗୁପ୍ତମାଣିକା ପୀଠ ର ମୁଖ୍ୟତତ୍ତ୍ୱl ବଧାରକ, ଆଧ୍ୟାତ୍ମିକବାଦୀ, ପରୋପକାରୀ, ମିଷ୍ଟଭାଷୀ ସ୍ୱର୍ଗତ ପ୍ରଭାକର ମହାନ୍ତି ଙ୍କ ଏକାଦଶାହ ଉପଲକ୍ଷେ, ଏକ ସ୍ମୃତିଶ୍ରଦ୍ଧାଞ୍ଜଳୀ ସଭା, ତାଙ୍କର ଜନ୍ମସ୍ଥାନ ମୂଳିସିଂହ ସ୍ଥିତ ଜ୍ୟୋସ୍ନା ନିବାସ ପରିସର ରେ ଅନୁଷ୍ଠିତ ହୋଇଯାଇଛି l ଗତ ଗୁରୁବାର ସନ୍ଧ୍ୟାରେ ସାରଳାସଂସ୍କୃତି ଗବେଷକ ରମାକାନ୍ତ ରାଉଳ ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ନିମାଇଁ ଚରଣ ମହାନ୍ତି ଓ ଜ୍ୟୋସ୍ନାମୟୀ […]

ସଂପୂର୍ଣ୍ଣ ପଢନ୍ତୁ

ବିରେନମିତ୍ର ଙ୍କ ପରି ଜନନେତା ବିରଳ

ଝଙ୍କଡ଼, ୨୭/୧୧: ତିର୍ତ୍ତୋଲ ବ୍ଲକ, ମୂଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ରେ ଗତ ବୁଧବାର ଦିନ ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ର ଙ୍କ 108 ତମ ଜୟନ୍ତୀ ପାଳିତ ହୋଇଯାଇଛି l ଜଗତସିଂହପୁର ସାରସ୍ୱତ ପରିଷଦ ର ସଭାପତି, ସ୍ତମ୍ଭକାର ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ ଙ୍କ ଅଧକ୍ଷତା ରେ ଆୟୋଜିତ ଏହି ସଭାରେ ଅନୁଷ୍ଠାନ ର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା ଓ ଅଧ୍ୟାକ୍ଷା ଜ୍ୟୋତିର୍ମୟୀ ମହାରଣା ଅତିଥି ଭାବେ […]

ସଂପୂର୍ଣ୍ଣ ପଢନ୍ତୁ

ଗୁଡ଼ ଓ ଚଣା ସବୁଠାରୁ ଶକ୍ତିଶାଳୀ ଭାରତୀୟ ସୁପରଫୁଡ୍ ଯୋଡ଼ି

କ୍ଳାନ୍ତ ଲାଗୁଛି କି? ଦେହ ବିନ୍ଧା ହେଉଛି କି? କିଛି ମିଠା ଖାଇବାକୁ ଇଚ୍ଛା ହେଉଛି କି? ତେବେ ଜାଣନ୍ତୁ ସବୁଠାରୁ ଉପଯୋଗୀ ଶକ୍ତିଶାଳୀ ଯୋଡ଼ି ବିଷୟରେ: ଗୁଡ଼ + ଚଣା । କୌଣସି ଚକୋଲେଟ୍ ବାର୍ କିମ୍ବା ଦାମିକିଆ ଔଷଧ ଖାଇବା ପୂର୍ବରୁ, ଆସନ୍ତୁ ସେହି ସାଧାରଣ ଖାଦ୍ୟ ଯୋଡ଼ି ବିଷୟରେ କଥା ହେବା ଯାହା ପିଢ଼ି ପରେ ପିଢ଼ି ଭାରତୀୟମାନଙ୍କୁ ପୋଷଣ ଯୋଗାଇ ଆସୁଛି — ତାହା ହେଲା ଗୁଡ଼ ଏବଂ ଭଜା ଚଣା। […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା

ଭୁବନେଶ୍ଵର, ୨୬/୧୧: ଭୁବନେଶ୍ଵରରେ ପହଞ୍ଚିଛନ୍ତି ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ଭୁବନେଶ୍ଵରର ଏକ ଘରୋଇ ବିଦ୍ୟାଳୟରେ ଅତିଥି ଭାବେ ଯୋଗ ଦେଇଛନ୍ତି ଶୁଭାଂଶୁ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଶୁଭାଂଶୁ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କ ସହ ମହାକାଶର ଅଭିଜ୍ଞତା ଓ ଅନୁଭୂତି ବର୍ଣ୍ଣନା କରିଛନ୍ତି । ଶୁଭାଂଶୁ ଭାରତୀୟ ବାୟୁସେନା (IAF) ର ଜଣେ ଗ୍ରୁପ୍ କ୍ୟାପ୍ଟେନ୍ ଏବଂ ପରୀକ୍ଷଣ ପାଇଲଟ୍ ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ସୃଷ୍ଟି ହେଲା ବାତ୍ୟା ‘ସେନ୍ୟାର

ଭୂବନେଶ୍ଵର, ୨୬/୧୧: ମାଲାକ୍କା ସମୁଦ୍ର ଅଞ୍ଚଳ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେବା ପରେ ଆଜି ବାତ୍ୟା ରୂପ ନେଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହୋଇଛି । ସୃଷ୍ଟି ହୋଇଥିବା ବାତ୍ୟା ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି ।ତେବେ ବାତ୍ୟାର ଗତିପଥ କଣ କରିବ? ଓଡ଼ିଶା ଉପରେ କି […]

ସଂପୂର୍ଣ୍ଣ ପଢନ୍ତୁ

୭୬ତମ ସମ୍ବିଧାନ ଦିବସ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୧୧: ଆଜି ୭୬ତମ ସମ୍ବିଧାନ ଦିବସ । ଏହି ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା । ଏହି ଶୁଭ ଦିନ ଅବସରରେ ଆସନ୍ତୁ ଆମ ସମ୍ବିଧାନର ମୂଲ୍ୟବୋଧକୁ ସମ୍ମାନ ଜଣାଇ ରାଷ୍ଟ୍ର ଗଠନ ଦିଗରେ ନିଜର କର୍ତ୍ତବ୍ୟ ପାଳନ କରିବା ଓ ମା ଭାରତୀର ସେବାରେ ନିଜକୁ ସମର୍ପଣ କରିବା ପାଇଁ ସଂକଳ୍ପ […]

ସଂପୂର୍ଣ୍ଣ ପଢନ୍ତୁ

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୧୦ ଗୁରୁତର

ଅନୁଗୁଳ, ୨୬/୧୧: ଅନୁଗୁଳ ଏନଏଚ-୫୫ ଜେରେଙ୍ଗ ଦେହୁରୀସାହି ନିକଟରେ ଦୁର୍ଘଟଣା ଘଟିଛି । ଆଠମଲ୍ଲିକରୁ ଅନୁଗୁଳ ଯାଉଥିବା ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଆହତ ୧୦ଜଣଙ୍କୁ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗାଡିରେ ୫୦ଜଣ ଯାତ୍ରୀ ଥିଲେ । ଜରପଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ସଂପୂର୍ଣ୍ଣ ପଢନ୍ତୁ