ଜାପାନରେ ୬.୭ ତୀବ୍ରତାର ଭୂକମ୍ପ
ଟୋକିଓ, ୧୨/୧୨ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ତୀବ୍ରତା ରିକ୍ଟର ସ୍କେଲରେ ୬.୭ ରେକର୍ଡ କରାଯାଇଛି। ଏହା ପରେ ପାଣିପାଗ ବିଭାଗ ସୁନାମି ଆସିବାର ଆଶଙ୍କା କରି ସତର୍କ ସୂଚନା ଜାରି କରିଛି । ଭୂକମ୍ପର କେନ୍ଦ୍ର ସ୍ଥଳ ୟାମାଡା ଅଞ୍ଚଳରୁ ପ୍ରାୟ ୭୮ ମାଇଲ ପୂର୍ବ ଦିଗରେ ସମୁଦ୍ର ଭିତରେ ଥିଲା । ଏହାର ପ୍ରଭାବରେ ଇୱାଟେ ଅଞ୍ଚଳରେ ପ୍ରାୟ ୧ ମିଟର (୩.୩ […]
ସଂପୂର୍ଣ୍ଣ ପଢନ୍ତୁ