ଭିଜିଲାନ୍ସ ଜାଲରେ ଫରେଷ୍ଟର

ଝାରସୁଗୁଡ଼ା,୫/୧୨: ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଘଟଣା ଅନୁଯାୟୀ, ବାନ୍ଧାହାଲ ସେକ୍ସନର ଫରେଷ୍ଟର ଜଣେ ବ୍ୟକ୍ତିଙ୍କଠାରୁ ଶୁଖିଲା ଇଉକାଲ୍‌ ପଟାସ ଗଛ କାଟିବା ଓ ପରିବହନ ପାଇଁ ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଆଗରୁ ଭିଜିଲାନ୍ସକୁ ସୂଚନା ଦେଇ ସାରି ଶୁକ୍ରବାର ଫରେଷ୍ଟର ସାହୁଙ୍କୁ ତାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ମୁନିର (CDF) ମୁଖ୍ୟ ଭାବରେ ନିଯୁକ୍ତ

ଇସଲାମାବାଦ,୫/୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ ନିଯୁକ୍ତ କରିଛି। ରାଷ୍ଟ୍ରପତି ଭବନରୁ ଜାରି ହୋଇଥିବା ଏହି ନିର୍ଦ୍ଦେଶ ସହିତ, ମୁନିର ଏବେ ସେନା, ବାୟୁସେନା ଏବଂ ନୌସେନା ଉପରେ ମିଳିତ ନିୟନ୍ତ୍ରଣ ସହିତ ସର୍ବୋଚ୍ଚ ପଦାଧିକାରୀ ହୋଇଛନ୍ତି। ତାଙ୍କ ନିଯୁକ୍ତିର କିଛି ସମୟ ପରେ, ସେ କହିଥିଲେ ଯେ ପାକିସ୍ତାନ ନୂତନ ଶିଖରରେ ପହଞ୍ଚିବାକୁ ପ୍ରସ୍ତୁତ ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ଆଜି ମହାନଦୀ ଯୁଗ୍ମ ବୈଷୟିକ କମିଟି ବୈଠକ

ଭୁବନେଶ୍ୱର, ୫/୧୨: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଶୁକ୍ରବାର ଯୁଗ୍ମ କମିଟି ବୈଠକ ବସିବାକୁ ଥିବାବେଳେ ଆଗାମୀ ୨୦ ତାରିଖରେ ମହାନଦୀ ଟ୍ରିବ୍ୟୁନାଲରେ ପରବର୍ତ୍ତୀ ଶୁଣାଣି ଅନୁଷ୍ଠିତ ହେବ। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର ବିଧାନସଭାରେ ସୂଚନା ଦେଇଛନ୍ତି। ପ୍ରଶ୍ନକାଳରେ ବିଜେପି ବିଧାୟକ ଦୁର୍ଗାପ୍ରସନ୍ନ ନାୟକ ମହାନଦୀ ଜଳ ବିବାଦ ମାମଲାର ସମାଧାନ ପାଇଁ ରାଜ୍ୟ ସରକାର କ’ଣ ପଦକ୍ଷେପ ନେଉଛନ୍ତି ଏବଂ ଏହାର ସ୍ଥିତାବସ୍ଥା କ’ଣ ବୋଲି ପ୍ରଶ୍ନ କରିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ, ୫/୧୨: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ ୧ଶହ କୋଟି ଟଙ୍କା ମିଲ ମାଲିକଙ୍କ ଠାରୁ ଲୁଟ୍‌ ହୋଇଛି । ଏହାର ତଦନ୍ତ ପାଇଁ ଗୁରୁବାର ଲୋକସଭା ଶୂନ୍ୟକାଳରେ ଦାବି କରିଛନ୍ତି ବରଗଡ ସାଂସଦ ପ୍ରଦୀପ ପୁରୋହିତ ।ସାଂସଦ ପୁରୋହିତ କହିଛନ୍ତି ଯେ ରାଜ୍ୟରେ ବାର୍ଷିକ ୬୦ଲକ୍ଷ ଟନ ଚାଉଳ ଉତ୍ପାଦନ ହୁଏ । ମିଲ ଜରିଆରେ ଉତ୍ପାଦିତ ଚାଉଳ ଏଫସିଆଇକୁ ଯାଇଥାଏ । ଏଥିପାଇଁ ପ୍ରତି ୨୫୦କ୍ୱିଣ୍ଟାଲରେ ଗୋଟିଏ ଲଟ୍‌ […]

ସଂପୂର୍ଣ୍ଣ ପଢନ୍ତୁ

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି, ୫/୧୨: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହେଲା ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆଜି ମିଡ୍ […]

ସଂପୂର୍ଣ୍ଣ ପଢନ୍ତୁ

ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ଭୂବନେଶ୍ଵର, ୫/୧୨: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଥିବା ସୂଚନା ମିଳିଛି । ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ ଆକ୍ସନ ଗ୍ରହଣ କରାଯାଇଛି । ପୂର୍ବରୁ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ କିଛି ପରୀକ୍ଷାର୍ଥୀଙ୍କୁ ଜେରା କରିଥିଲା ସିବିଆଇ […]

ସଂପୂର୍ଣ୍ଣ ପଢନ୍ତୁ

କମିଲା ରେପୋ ହାର

ନୂଆଦିଲ୍ଲୀ, ୫/୧୨: ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ ମୁଦ୍ରା ନୀତି କମିଟି (ଏମପିସି) ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫% କରିବାକୁ ନିଷ୍ପତ୍ତି ନେଇଛି । ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଆରବିଆଇ ଏହାର ମନୋଭାବ ନିରପେକ୍ଷ ରଖିଛି । ଲଗାତାର ଦୁଇଟି ଏମପିସି ହାରକୁ ୫.୫% ରେ ଅପରିବର୍ତ୍ତିତ ରଖିବା ପରେ ରେପୋ ହାର ହ୍ରାସ କରାଯାଇଛି । ଏଲଏଏଫ (ଲିକ୍ଵିଡିଟି ଆଡଜଷ୍ଟମେଣ୍ଟ ଫାସିଲିଟି) ଅଧୀନରେ […]

ସଂପୂର୍ଣ୍ଣ ପଢନ୍ତୁ

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ ଓ ରୁଷ

ନୂଆଦିଲ୍ଲୀ, ୫/୧୨: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁ​‌ଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ ଅବସରରେ ଶୁକ୍ରବାର ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଭାରତ ରୁଷଠାରୁ ବହୁ ପରିମାଣରେ ୟୁରିଆ ଆମଦାନୀ କରିଆସୁଛି। ଦେଶରେ ୟୁରିଆ ସାରର ଚାହିଦା […]

ସଂପୂର୍ଣ୍ଣ ପଢନ୍ତୁ

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ପାଇଁ ମାଗଣା ପର୍ଯ୍ୟଟକ ଭିଜା

ନୂଆଦିଲ୍ଲୀ, ୪/୧୨: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ହାଇଦ୍ରାବାଦ ହାଉସରେ ଦ୍ବିପାକ୍ଷିକ ଆଲୋଚନା ସମ୍ପନ୍ନ ହୋଇଛି। ଏହି ଆଲୋଚନା ପରେ ଦୁଇ ଦେଶ ମଧ୍ୟରେ ହୋଇଥିବା ବୁଝାମଣା ସମ୍ପର୍କରେ ତଥ୍ୟ ଆଦାନପ୍ରଦାନ କରାଯାଇଛି। ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ୭ଟି ବୁଝାମଣା ସମ୍ପର୍କରେ ସହମତି ହୋଇଛି। ବିଶେଷ କରି ପ୍ରବାସୀ, ସ୍ବାସ୍ଥ୍ୟ, ମେଡିକାଲ ଶିକ୍ଷା, ଖାଦ୍ୟ ସୁରକ୍ଷା, ଜାହାଜ ନିର୍ମାଣ, ରସାୟନିକ ଏବଂ ସାର ଭଳି ପ୍ରସଙ୍ଗରେ ଦୁଇ ଦେଶ […]

ସଂପୂର୍ଣ୍ଣ ପଢନ୍ତୁ

ଭାରତରେ ପୁଟିନ, ସ୍ବାଗତ କଲେ ମୋଦୀ

ନୂଆଦିଲ୍ଲୀ, ୪/୧୨: ଭାରତରେ ପହଞ୍ଚିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ନୂଆଦିଲ୍ଲୀର ପାଲାମ ବିମାନବନ୍ଦରରେ ପୁଟିନ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରୋଟୋକଲ ଭାଙ୍ଗୀ ପୁଟିନଙ୍କୁ ସ୍ବାଗତ କରିଥିଲେ। ଉଭୟେ ଭେଟ ହେବା ପରେ କରମର୍ଦ୍ଦନ କରିବା ସହିତ ପରସ୍ପରଙ୍କୁ ଆଲିଙ୍ଗନ କରିଥିଲେ। ଏହା ପରେ ପୁଟିନ ଏବଂ ମୋଦୀ ଗୋଟିଏ କାରରେ ବିମାନବନ୍ଦରରୁ ବାହାରିଯାଇଥିଲେ।ରୁଷ-ୟୁକ୍ରେନ ଯୁଦ୍ଧ ପରେ ପୁଟିନଙ୍କର ଏହା ପ୍ରଥମ ଭାରତ ଗସ୍ତ। ଏହା ଏକ ଐତିହାସିକ […]

ସଂପୂର୍ଣ୍ଣ ପଢନ୍ତୁ