ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କାଲିମେଳା,୭/୧: ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା ତରଫରୁ ବିଧାୟକ ମାଲକାନଗିରି ନରସିଂହ ମାଡ଼କାମୀ, ବିଧାୟକ ଚିତ୍ରକୋଣ୍ଡା ପ୍ରତିନିଧି, ଉପାଧ୍ୟକ୍ଷ ମାଲକାନଗିରି ନିରଞ୍ଜନ ହାଲଦାର, ଜିଲା ମୁଖ୍ୟ ପ୍ରକଳ୍ପ ଉନ୍ନୟନ ଅଧିକାରୀ ନରେଶ ଶବର, ଜିଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଭାଗୀରଥି ବେହେରା, […]

ସଂପୂର୍ଣ୍ଣ ପଢନ୍ତୁ

ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ

ଟିଟିଲାଗଡ଼,୭/୧: ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍‌ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଚାଷୀଙ୍କଠାରୁ ନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମଙ୍ଗଳବାର ଗିରଫ କରିଛି। ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଦିଗକୁ ନେଇ ଭିଜିଲାନ୍ସ ପକ୍ଷରୁ ନାୟକଙ୍କ ଦୁଇ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ବଲାଙ୍ଗୀର ଟାଉନସ୍ଥିତ ବାସଭବନ ଓ ଅଫିସ ଚାମ୍ବରରେ ଭିଜିଲାନ୍ସ ଅଧିକାରୀମାନେ ଅଧିକ ଯାଞ୍ଚ କରିଥିଲେ। ଏହି […]

ସଂପୂର୍ଣ୍ଣ ପଢନ୍ତୁ

ଏସ୍‌ମାକୁ ମାନିଲେନି ଡାକ୍ତର, ପୂର୍ବବତ୍ ଦୁଇଘଣ୍ଟିିଆ ଓପିଡି ବନ୍ଦ

ଭୁବନେଶ୍ବର: ରାଜ୍ୟ ସରକାର-ଡାକ୍ତର ମୁହାଁମୁହିଁ। ସାରା ରାଜ୍ୟରେ ଏସ୍‌ମାକୁ ମାନିଲେନି ଡାକ୍ତର। ପୂର୍ବବତ୍ ଦୁଇଘଣ୍ଟିିଆ ଓପିଡି ବନ୍ଦ ରହିଛି। ତେବେ ଡାକ୍ତରମାନେ କହିଛନ୍ତି, କୌଣସି ରୋଗୀ ସେବା ବନ୍ଦ ହୋଇନାହିଁ। କଟକ ଓ ଭୁବନେଶ୍ବର ଠାରୁ ଆରମ୍ଭ କରି ସବୁସ୍ଥାନରେ ଏଭଳି ସ୍ଥିତି ପରିଲକ୍ଷିତ ହୋଇଛି। ସୂଚନାଯୋଗ୍ୟ, ୧୦ ଦଫା ଦାବିରେ ରାଜ୍ୟବ୍ୟାପୀ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତକାଲିଠାରୁ ସରକାରୀ ଡାକ୍ତରଖାନାରେ ସକାଳେ ୨ଘଣ୍ଟିଆ ଓପିଡି ବନ୍ଦ ଆରମ୍ଭ ହୋଇଥିଲା। ଯାହାକୁ ନେଇ ରାଜ୍ୟରେ ରୋଗୀ ସେବା […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରାଥମିକ ଶିକ୍ଷାର ଭିତ୍ତିଭୂମିକୁ ସୁଦୃଢ଼ କରିଭୁବନେଶ୍ବର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୭/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ରାଜ୍ୟବ୍ୟାପୀ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଯୋଜନା ଜଣେ ସାଧାରଣ ଆଦିବାସୀ ପରିବାରର ଛାତ୍ର ଭାବେ ମୋର ପିଲାଦିନର ଅନୁଭୂତି ଏବଂ ଆଗାମୀ ପିଢ଼ି ପାଇଁ ଦେଖିଥିବା ଏକ ବଡ଼ ସ୍ୱପ୍ନର ସାକାର ରୂପ। ଆମ ସରକାର ପ୍ରଥମ ପର୍ଯ୍ୟାୟରେ ୨,୨୦୦ ବିଦ୍ୟାଳୟର ବିକାଶ ପାଇଁ ୧୨,୦୦୦ […]

ସଂପୂର୍ଣ୍ଣ ପଢନ୍ତୁ

ମୋ ଉପରେ ମୋଦୀ ଖୁସି ନାହାଁନ୍ତି- ଟ୍ରମ୍ପ

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଆଲୋଚନା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ଅଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦୀ ରୁଷୀୟ ତୈଳ କ୍ରୟ ପାଇଁ ଭାରତ ଉପରେ ଲାଗୁ ହୋଇଥିବା ଭାରୀ ଶୁଳ୍କ ଉପରେ ଅସନ୍ତୁଷ୍ଟ।ହାଉସ୍ ରିପବ୍ଲିକ୍ ସଦସ୍ୟଙ୍କ ରିଟ୍ରିଟ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କର ଆଲୋଚନାକୁ ଉଲ୍ଲେଖ କରି ଟ୍ରମ୍ପ କହିଛନ୍ତି ଯେ ଆମେରିକା-ଭାରତ […]

ସଂପୂର୍ଣ୍ଣ ପଢନ୍ତୁ

ଏପ୍ରିଲରୁ ଓଡ଼ିଶାରେ ଜନଗଣନା

ଭ୍ବବନେଶ୍ଵର, ୭/୧: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି । ୨୦୨୭ ଫେବୃଆରୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାପତ୍ର ଗଣନା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ଜନଗଣନା କରାଯିବ […]

ସଂପୂର୍ଣ୍ଣ ପଢନ୍ତୁ

ଆୟୁଷ ଡାକ୍ତରମାନେ କେବଳ ଆୟୁର୍ବେଦିକ ଔଷଧ ହିଁ ଲେଖିବେ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଥିଲେ। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର କାର୍ଯ୍ୟାନ୍ୱୟନ ପ୍ରକ୍ରିୟା ପ୍ରଥମେ କେଉଁଝର ଜିଲ୍ଲାରେ ଏକ ପାଇଲଟ୍ ପ୍ରୋଗ୍ରାମ ଭାବରେ ଆରମ୍ଭ କରାଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଏହାର ସଫଳତାକୁ ଅନୁଧ୍ୟାନ କରାଯାଇ ସମଗ୍ର ରାଜ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ

ଏସସିବିରୁ ଛାତ ଖସି ରୋଗୀ ଆହତ

କଟକ, ୭/୧: ଏସସିବି ମେଡିକାଲ ଛାତର ସିଲିଂ ଜଣେ ରୋଗୀଙ୍କ ଉପରେ ଖସିପଡିବାରୁ ଆହତ ହୋଇଛନ୍ତି ରୋଗୀ ।ଖବର ଅନୁସାରେ ଏସସିବି ମେଡିକାଲର ପୁରୁଣା ମେଡ଼ିସିନ ୱାର୍ଡରେ ଏକ ଅଘଟଣ ଘଟିଛି । ଜଣେ ରୋଗୀ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ଉପରେ ଛାତର ସିଲିଂ ଖସି ପଡିଥିଲା । ସିଲିଂଟି ତାଙ୍କ ମୁଣ୍ଡ ଉପରେ ପଡିଥିଲା । ଫଳରେ ରୋଗୀ ଜଣକ ଆହତ ହୋଇଥିଲେ । ଆହତ ଅବସ୍ଥାରେ ରୋଗୀ ଜଣକୁ ଅନ୍ୟଏକ ବେଡ଼କୁ ସ୍ଥାନାନ୍ତର […]

ସଂପୂର୍ଣ୍ଣ ପଢନ୍ତୁ

କୁଆଖାଇ ନଈରେ ବୁଡି ଦୁଇ ଜଣ ଛାତ୍ରଙ୍କର ମୃତ୍ୟୁ

ଭୁବନେଶ୍ୱର, ୬/୧: କୁଆଖାଇରେ ବୁଡି ଦୁଇ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାରରେ ବଣଭୋଜି କରୁଥିବା ବେଳେ ଏହି ଦୁଇ ଛାତ୍ର ନଈରେ ଗାଧୋଉଥିବା ବେଳେ ବୁଡିଯାଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଏମାନଙ୍କୁ ଖୋଜାଖୋଜି କରିଥିଲେ । ସନ୍ଧ୍ୟା ସମୟରେ ଏହି ଦୁଇ ଛାତ୍ରଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ୍‌ ହସ୍‌ପିଟାଲ୍‌କୁ ନିଆଯାଇଥିଲା । ସେଠାରେ ଡାକ୍ତର ଏମାନଙ୍କୁ ମୃତ ଘୋଷଣା କରିଥିଲେ ।ଏହି ଦୁଇ ଛାତ୍ର ଏକ ଘରୋଇ ଇନ୍‌ଷ୍ଟିଟ୍ୟୁଟ୍‌ରେ ପାଠ […]

ସଂପୂର୍ଣ୍ଣ ପଢନ୍ତୁ

୨୦୦୫ ମସିହା ବ୍ୟାଚ ର ଛାତ୍ରଛାତ୍ରୀ ଙ୍କ ବନ୍ଧୁମିଳନ

କଟକ ସଦର, ୬/୧: କଟକ ସଦର ୪୨ମୌଜା କଳପଡା ପଂଚାୟତ ଅନ୍ତଗତ ଦେଉଳି ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠ ର ୨୦୦୫ ମସିହା ବ୍ୟାଚ ର ଛାତ୍ରଛାତ୍ରୀ ମାନଙ୍କ ଏକ ବନ୍ଧୁମିଳନ ଦେଉଳି ଠାରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ରେ ଅସୀମ ପତି, ସନ୍ତୋଷ ସାହାଣୀ, ପ୍ରବୀଣ ପରିଡା, ଯଶୋବନ୍ତ ନାୟକ,ଲୋକନାଥ ବେହେରା ଙ୍କ ସହିତ ୩୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ଏକତ୍ରିତ ହୋଇ ସହଯୋଗ କରିଥିଲେ I

ସଂପୂର୍ଣ୍ଣ ପଢନ୍ତୁ