୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ମହିଳା ଥାନା ଅଧିକାରୀ
ଜୟପୁର, ୪/୧: ଜଣେ ଯୁବତୀଙ୍କୁ ନ୍ୟାୟ ଦେବା ବଦଳରେ ତାଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଥାନା ଅଧିକାରୀ। ଅଭିଯୁକ୍ତ ଥାନା ଅଧିକାରୀ ହେଲେ ସୁକୁମା ହାଁସଦା। ଆଜି ସକାଳ ସାଢେ଼ ୧୦ଟା ସମୟରେ ଧରାପଡ଼ିଥିବା ଜୟପୁର ଭିଜିଲାନ୍ସ ଅଧିକାରୀଙ୍କ ଠାରୁ ସୂଚନା ମିଳିଛି। ଘଟଣାଟି ଘଟିଛି କୋରାପୁଟଜିଲ୍ଲା ଦଶମନ୍ତପୁର ବ୍ଲକ ସଦର ଥାନାରେ। ସୂଚନା ଅନୁସାରେ ଗତ କିଛି ଦିନ ପୂର୍ବେ ଦଶମନ୍ତପୁର ବ୍ଲକ ଅଞ୍ଚଳର ଜଣେ […]
ସଂପୂର୍ଣ୍ଣ ପଢନ୍ତୁ