ଏକା ସାଙ୍ଗରେ ଜଳିଲା ୨ଟି ଯୁଇ,ଶବକୁ କାନ୍ଧଦେଲେ ପୂର୍ବତନ ମନ୍ତ୍ରୀ
ମାହାଙ୍ଗା : ମୃତ୍ୟୁ କେତେବେଳେ ଆସିବ କାହାକୁ ଜଣା ନଥାଏ । କିନ୍ତୁ ଜଣେ ସଂସାରରୁ ବିଦାୟ ନେବାର ମାତ୍ର କେଇଘଣ୍ଟା ଭିତରେ ସେହି ପରିବାରରୁ ଆଉ ଜଣଙ୍କ ଦେହାନ୍ତ ଘଟିବା ଅତ୍ୟନ୍ତ ଦୁଃଖଦ ଖବର । କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀର କୁହୁଣ୍ଡା ପଂଚାୟତ ଅନ୍ତର୍ଗତ ଧଉଳିଆ ଗ୍ରାମର ମୁରବୀ, ବର୍ଷିଆନ ସମାଜସେବୀ ରାଧାନାଥ ରାଉତଙ୍କ ଶନିବାର ପୂର୍ବାହ୍ନରେ ପରଲୋକ ଘଟିବା ଖବର ପାଇବା ପରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ଅନ୍ତିମ ଦର୍ଶନ […]
ସଂପୂର୍ଣ୍ଣ ପଢନ୍ତୁ