ଡାକ୍ତର ଦତ୍ତେଶ୍ବର ହୋତା ଓ ଡ. ସଂତୃପ୍ତ ମିଶ୍ର ବିଜେଡିର ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ବର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି । ଡାକ୍ତର ଦତ୍ତେଶ୍ବର ହୋତା ଏବଂ ଡ. ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଡାକ୍ତର ଦତ୍ତ୍ବେଶ୍ବର ହୋତା ଓଡ଼ିଶାର ଜଣେ ବିଶିଷ୍ଟ ଚିକିତ୍ସକ ଓ ଶିକ୍ଷାବିତ୍ । ସେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବରେ କାର୍ଯ୍ୟରତ। ୨୦୨୩ ମାର୍ଚ୍ଚରେ ଓଡ଼ିଶାର ରାଜ୍ୟପାଳଙ୍କ ଦ୍ୱାରା ସେ ନୂତନ ଭାବେ ପ୍ରତିଷ୍ଠିତ OUHSର କୁଳପତି […]
ସଂପୂର୍ଣ୍ଣ ପଢନ୍ତୁ