ନୂଆ ପୋଖରୀ ଓମ୍ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ ଅନୁଷ୍ଠିତ
ଝଙ୍କଡ଼: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ନୂଆ ପୋଖରୀ ସ୍ଥିତ ଓମ୍ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ସଭାପତି ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଶିକ୍ଷା, ସଂସ୍କାର ଏବଂ ଉତ୍ତମ ଚରିତ୍ର ଗଠନ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନ ଆଚାର୍ଯ୍ୟା ରେଶମା ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ପରିଚାଳନା କମିଟି ସଦସ୍ୟ ତଥା ଅବସରପ୍ରାପ୍ତ ଅନୁଶାସନ ସଚିବ ବିଷ୍ଣୁ ପ୍ରସାଦ କାନୁନଗୋ ଅତିଥି ପରିଚୟ ପ୍ରଦାନ […]
ସଂପୂର୍ଣ୍ଣ ପଢନ୍ତୁ