ରାଜ୍ୟରେ ୩ ଲକ୍ଷ ୧୧ ହଜାର ୬୯୦ ମାମଲା ଫଏସଲା
କଟକ: ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତରେ ୩ ଲକ୍ଷ ୧୧ ହଜାର ୬୯୦ ମାମଲାର ଆପୋଷ ବୁଝାମଣାରେ ଫଏସଲା କରାଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧୢକ୍ଷ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଓଡିଶା ରାଜ୍ୟ ଆଇନ ସେବା […]
ସଂପୂର୍ଣ୍ଣ ପଢନ୍ତୁ