ବାତିଲ ହୋଇନି ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ଦେଇଅଛନ୍ତି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ […]
ସଂପୂର୍ଣ୍ଣ ପଢନ୍ତୁ