ଉତ୍କଳ ବିଶ୍ୱବିଦ୍ୟାଳୟରେ ଲୋକପାଳ ନିଯୁକ୍ତି ପ୍ରସଂଗ ନେଇ ଜନସ୍ବାର୍ଥ ମାମଲା: ନୋଟିସ୍ ଜାରି କଲେ ହାଇକୋର୍ଟ
କଟକ: ୟୁଜିସି ଦ୍ବାରା ପ୍ରଣୀତ ଛାତ୍ର ଅଭିଯୋଗ ସମାଧାନ ନିୟମାବଳୀ, ୨୦୨୩ର ଧାରା ୬ ଅନୁସାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଲୋକପାଳଙ୍କୁ ନିଯୁକ୍ତି ଦିଆଯିବା ପ୍ରସଂଗକୁ ନେଇ ଜନସ୍ବାର୍ଥ ମାମଲାରେ ହାଇକୋର୍ଟ ଜବାବ ତଲବ କରିଛନ୍ତି। ହାଇକୋର୍ଟ ମାମଲାର ଶୁଣାଣି କରି ଉତ୍କଳ ବିଶ୍ବବିଦ୍ୟାଳୟ କୁଳସଚିବ (ରେଜିଷ୍ଟ୍ରାର)ଙ୍କୁ ନୋଟିସ ଜାରି କରି ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୮କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ […]
ସଂପୂର୍ଣ୍ଣ ପଢନ୍ତୁ