ପ୍ରଧାନଶିକ୍ଷକ ଗୌରୀଶଙ୍କର ଜେନାଙ୍କୁ ଭବ୍ୟ ସମ୍ବର୍ଦ୍ଧନା: ଏକ ଆଦର୍ଶ ଶିକ୍ଷକତାର ସ୍ମୃତି ଚାରଣ
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ସଅଁରା ପଞ୍ଚାୟତର ଧୂଆଁପାରି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ଗୌରୀଶଙ୍କର ଜେନାଙ୍କୁ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ସମ୍ମାନିତ କରାଯାଇଛି। ଗତ ଗୁରୁବାର ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ସଭାରେ ପ୍ରାକ୍ତନ ପ୍ରଧାନଶିକ୍ଷକ ସୁନାକର ନାୟକ ସଭାପତିତ୍ୱ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ବିକ୍ରମକେଶରୀ ସ୍ୱାଇଁ (ମୁନା) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନିଖିଳ ଉତ୍କଳ ଶିକ୍ଷକ ମହାସଂଘର ରାଜ୍ୟ ସଭାପତି ଅକ୍ଷୟ […]
ସଂପୂର୍ଣ୍ଣ ପଢନ୍ତୁ