ଆରଜି କର ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ସଦ୍ୟ ତଦନ୍ତ ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ
କୋଲକାତା : ୨୦୨୪ ମସିହାର ଆରଜି କର ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ସଦ୍ୟ ତଦନ୍ତ ହେବ। ଏହି ମାମଲାରେ ପ୍ରମାଣ ନଷ୍ଟ କରାଯାଇଥିବା ନେଇ ପୀଡ଼ିତା ଟ୍ରେନି ଡାକ୍ତରଙ୍କ ବାପା ମା’ ଅଭିଯୋଗ କରିବାପରେ ହାଇକୋର୍ଟ ଏହି ମାମଲାରେ ସଦ୍ୟ ତଦନ୍ତ ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇର ୩ ଜଣିଆ ସଦସ୍ୟ ବିଶିଷ୍ଟ ଏସଆଇଟି ଉକ୍ତ ମାମଲାର ତଦନ୍ତ କରିବେ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଶାମ୍ପା ସରକାର ଏବଂ ଜଷ୍ଟିସ ତୀର୍ଥଙ୍କର […]
ସଂପୂର୍ଣ୍ଣ ପଢନ୍ତୁ