ରାଜ୍ୟର ୧୩୨ଟି କେନ୍ଦ୍ରରେ ନିଟ୍-ୟୁଜି ୨୦୨୬ ପରୀକ୍ଷା: ପୁଲିସର ସମୀକ୍ଷା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାର ୧୩୨ଟି ପରୀକ୍ଷା କେନ୍ଦ୍ରରେ ଆସନ୍ତା ୨୧ ତାରିଖରେ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ପରକ୍ଷାକୁ ସୁରକ୍ଷିତ ଓ ଶୃଙ୍ଖଳିତ କରିବାକୁ ଆଜି (ମଙ୍ଗଳବାର) ଭୁବନେଶ୍ବର ସ୍ଥିତି ଡିଜିପିଙ୍କ କ୍ୟାମ୍ପ୍ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରୀକ୍ଷା ସମୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ ରଖିବା ସହିତ ସମଗ୍ର ପ୍ରକ୍ରିୟାକୁ ସୁରୁଖୁରୁରେ ସମାପ୍ତ କରିବା ପାଇଁ ତ୍ରିସ୍ତରୀୟ […]
ସଂପୂର୍ଣ୍ଣ ପଢନ୍ତୁ