ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଝଙ୍କଡ : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୨୦୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୯୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ […]
ସଂପୂର୍ଣ୍ଣ ପଢନ୍ତୁ