ଓଡ଼ିଶା ସରକାରଙ୍କୁ ୧.୧୭ କୋଟିର ଲାଭାଂଶ ପ୍ରଦାନ କଲା ଓଟିଡିସି
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (OTDC) ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ଓଡ଼ିଶା ସରକାରଙ୍କୁ ₹୧.୧୭ କୋଟିର ଲାଭାଂଶ (ଡିଭିଡେଣ୍ଡ) ପ୍ରଦାନ କରିଛି। ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ରଙ୍କଠାରୁ ଏହି ଚେକ୍ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଓଡ଼ିଶାର ପର୍ଯ୍ୟଟନ ଭିତ୍ତିଭୂମି ଏବଂ ସେବା ପ୍ରଦାନକୁ ଅଧିକ ସୁଦୃଢ଼ କରିବା ଦିଗରେ ଓଟିଡିସିର […]
ସଂପୂର୍ଣ୍ଣ ପଢନ୍ତୁ