ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ଦେଲା ୩ କୋଟି ଟଙ୍କା ଲାଭାଂଶ
ଭୁବନେଶ୍ୱର: ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଆଜି (ସୋମବାର) ଓଡ଼ିଶା ରାଜ୍ୟ ସରକାରଙ୍କୁ ଲାଭାଂଶ (ଡିଭିଡେଣ୍ଡ୍) ଅର୍ଥ ପ୍ରଦାନ କରାଯାଇଛି । ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨,୮୮,୩୭,୯୧୩/- ଟଙ୍କା ଲାଭାଂଶ ପ୍ରଦାନ କରାଯାଇଅଛି । ସମବାୟ ବିଭାଗର କମିଶନର-ତଥା-ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ଏବଂ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ରହି […]
ସଂପୂର୍ଣ୍ଣ ପଢନ୍ତୁ