ଓଡ଼ିଶାରେ ନିଶାମୁକ୍ତ ଯୁବ-ବିକଶିତ ଭାରତ ସଂକଳ୍ପ ଅଭିଯାନ’: ସାମିଲ ହେଲେ ୧ କୋଟିରୁ ଊର୍ଦ୍ଧ୍ବ’ ଯୁବକଯୁବତୀ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନରେ ଦେଶରେ ଯୁବପିଢ଼ିଙ୍କ ମଧ୍ୟରେ ନିଶାମୁକ୍ତି ଅଭିଯାନ – ନିଶାମୁକ୍ତ ଯୁବ – ବିକଶିତ ଭାରତ ସଂକଳ୍ପ ଅଭିଯାନ’ ଆରମ୍ଭ ହୋଇଛି। ଏହି ଅବସରରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଧ୍ୟ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘ମାଇ ଭାରତ’ ଦ୍ୱାରା ପରିଚାଳିତ ଏହି ଜାତୀୟ କାର୍ଯ୍ୟକ୍ରମକୁ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି, […]
ସଂପୂର୍ଣ୍ଣ ପଢନ୍ତୁ