ବନ୍ୟା ପ୍ରଭାବିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ଆର୍ଥିକ ସହାୟତା: ଓଡ଼ିଶା ପାଇଁ ୫୦୦ କୋଟିର ରାଶି ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟରେ ଜାରି ରହିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ରାଜ୍ୟକୁ କେନ୍ଦ୍ର ସରକାର ଅର୍ଥିକ ସହାୟତା ଜାରି କରିଛନ୍ତି। କେନ୍ଦ୍ର ଗୃହ ତଥା ସହକାରିତା ମନ୍ତ୍ରୀ ଅମିତ ଶାହ ‘ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି’ (SDRF) ରୁ ୨,୧୧୭.୮୫ କୋଟି ଟଙ୍କାର ଆଗୁଆ ସହାତା ରାଶି ମଞ୍ଜୁର କରିଛନ୍ତି। ଓଡ଼ିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କରାଯାଇଛି। ଚଳିତ ମୌସୁମୀ […]

ସଂପୂର୍ଣ୍ଣ ପଢନ୍ତୁ

ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି

କଟକ : କଟକଠାରେ ଅବସ୍ଥିତ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍‌ଘାଟନ ଆସନ୍ତା ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କରିବେ । ଏହି ଗୌରବମୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ବିଶିଷ୍ଟ ଅତିଥିମାନେ ଯୋଗଦେବେ । ପ୍ରାୟ ୧୦୦ ଏକର ପରିସରରେ ସ୍ଥାପିତ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଓଡ଼ିଶାରେ ଆନ୍ତର୍ଜାତୀୟ ମାନର ବହୁବିଷୟକ ଉଚ୍ଚଶିକ୍ଷା […]

ସଂପୂର୍ଣ୍ଣ ପଢନ୍ତୁ

ବନ୍ୟା ପ୍ରଭାବିତ ଜିଲ୍ଲାରେ ସ୍ୱାସ୍ଥ୍ୟସେବାକୁ ସଜାଗ ଓ ସୁଦୃଢ଼ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଆଜି ରାଜ୍ୟର ବିଭିନ୍ନ ବନ୍ୟା ପ୍ରଭାବିତ ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବିଭାଗର ବରିଷ୍ଠ ଅଧିକାରୀ ଓ ସମ୍ପୃକ୍ତ ଜିଲ୍ଲାମାନଙ୍କର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଖାରବେଳ ଭବନ ସ୍ୱାସ୍ଥ୍ୟ ବିଭାଗ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ମନ୍ତ୍ରୀ ବନ୍ୟା ପ୍ରଭାବିତ ଅଞ୍ଚଳରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ସହ ଅତ୍ୟାବଶ୍ୟକ ଔଷଧ ଓ ଚିକିତ୍ସା […]

ସଂପୂର୍ଣ୍ଣ ପଢନ୍ତୁ