ବନ୍ୟା ପ୍ରଭାବିତ ଜିଲ୍ଲାରେ ସ୍ୱାସ୍ଥ୍ୟସେବାକୁ ସଜାଗ ଓ ସୁଦୃଢ଼ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଆଜି ରାଜ୍ୟର ବିଭିନ୍ନ ବନ୍ୟା ପ୍ରଭାବିତ ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବିଭାଗର ବରିଷ୍ଠ ଅଧିକାରୀ ଓ ସମ୍ପୃକ୍ତ ଜିଲ୍ଲାମାନଙ୍କର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଖାରବେଳ ଭବନ ସ୍ୱାସ୍ଥ୍ୟ ବିଭାଗ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ମନ୍ତ୍ରୀ ବନ୍ୟା ପ୍ରଭାବିତ ଅଞ୍ଚଳରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ସହ ଅତ୍ୟାବଶ୍ୟକ ଔଷଧ ଓ ଚିକିତ୍ସା […]

ସଂପୂର୍ଣ୍ଣ ପଢନ୍ତୁ