ନୟାଗଡ଼ରୁ ‘ସୁଭଦ୍ରା’ର ପଞ୍ଚମ କିସ୍ତି: ୧ କୋଟି ୩ ଲକ୍ଷ ଆକାଉଣ୍ଟକୁ ଗଲା ୫,୧୬୩କୋଟି ଟଙ୍କା
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଏହି କିସ୍ତିରେ, ୧କୋଟି ୩ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ୫୧୬୩ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏଥିରେ ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମାଝି ନିଜ ବକ୍ତବ୍ୟରେ କହିଛନ୍ତି, ରାକ୍ଷୀ ପୂର୍ଣ୍ଣିମା […]
ସଂପୂର୍ଣ୍ଣ ପଢନ୍ତୁ