ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ୭ଦିନ ଭିତରେ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ […]
ସଂପୂର୍ଣ୍ଣ ପଢନ୍ତୁ