ପଟ୍ଟନାଇକିଆ ଛକ ଟ୍ରିପଲ ମର୍ଡର ମାମଲା, ୫ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପୁରୀ : ପଟ୍ଟନାଇକିଆ ଛକ ଟ୍ରିପଲ ମର୍ଡର, ୫ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ।  ବହୁଚର୍ଚ୍ଚିତ ପଟ୍ଟନାଇକିଆ ଛକ ଟ୍ରିପଲ ମର୍ଡର ମାମଲାରେ ୫ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ମିଳିଛି ।  ପୁରୀ ପୋଲିସ ପାଇଁ ଏହା ଏକ ବଡ଼ ସଫଳତା ବୋଲି କହିଛନ୍ତି ପୁରୀ ଏସପି ପ୍ରତୀକ ସିଂ । ୨୦୧୯ର ଏହି ଅତ୍ୟନ୍ତ ସମ୍ବେଦନଶୀଳ ମାମଲାର ତଦନ୍ତ ଅତି ସତର୍କତା ଓ ପୁଙ୍ଖାନୁପୁଙ୍ଖ ଭାବେ କରାଯାଇଥିବାରୁ ଶେଷରେ ଦୋଷୀଙ୍କୁ ଦଣ୍ଡ ମିଳିପାରିଛି ବୋଲି କହିଛନ୍ତି ଏସପି […]

ସଂପୂର୍ଣ୍ଣ ପଢନ୍ତୁ

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ନିଷ୍ପତ୍ତି ପରେ ସାମ୍ବାଦିକ ମହଲରେ ଆଶ୍ୱସ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ଯେଉଁ ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ଅଛନ୍ତି, ସେମାନେ ପୂର୍ବପରି ଏହି ସୁବିଧା ପାଇପାରିବେ। ଏଥିସହ ଯେଉଁ ସାମ୍ବାଦିକମାନେ ନୂଆକରି ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ସେମାନେ ନିର୍ଦ୍ଧାରିତ ପ୍ରକ୍ରିୟାରେ […]

ସଂପୂର୍ଣ୍ଣ ପଢନ୍ତୁ

“ପ୍ରତୀକ୍ଷା କଳା ଏକାଡେମୀ”ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଝଙ୍କଡ଼  : ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଲକ ଅଧୀନସ୍ଥ “ପ୍ରତୀକ୍ଷା କଳା ଏକାଡେମୀ”ର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଗଣେଶ ଚନ୍ଦ୍ର ମାଣିଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମନ୍ତ୍ରିତ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିରିଡ଼ି ବ୍ଲକ ସଂସ୍କୃତି ଅଧିକାରୀ ବିଶ୍ୱଜିତ ବିଶ୍ୱାଳ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ନାଟ୍ୟକାର, ନିର୍ଦ୍ଦେଶକ ତଥା ସିନେ କଳାକାର […]

ସଂପୂର୍ଣ୍ଣ ପଢନ୍ତୁ

ଜଗନ୍ନାଥପୁର ପଞ୍ଚାୟତରେ ବ୍ଲକ କଂଗ୍ରେସକମିଟିର ସାଙ୍ଗଠନିକ ବୈଠକ

ଝଙ୍କଡ଼ :  ତିର୍ତ୍ତୋଲବ୍ଲକ, ଜଗନ୍ନାଥପୁର ପଞ୍ଚାୟତ ରେ ତିର୍ତ୍ତୋଲବ୍ଲକ କଂଗ୍ରେସ କମିଟି ଆନୁକୂଲ୍ୟରେ ଏକ ସାଙ୍ଗଠନିକ ବୈଠକ, ଜିଲ୍ଲା କଂଗ୍ରେସ କମିଟି ସଭାପତି ଦେବ ପ୍ରସାଦ ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଗତ ଶନିବାରଦିନ ପୂର୍ବାହ୍ନ ରେ ଆୟୋଜିତ ଏହି ବୈଠକ ରେ ତିର୍ତ୍ତୋଲ ପଞ୍ଚାୟତ ସମିତି ର ପୂର୍ବତନ ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ନାୟକ, ବ୍ଲକକଂଗ୍ରେସକମିଟି ର ସଭାପତି ସଫି ଆଜମ୍,କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ସ୍ୱାଇଁ, ଉପସଭାପତି ରଞ୍ଜନ ମହାପାତ୍ର, ଉପସଭାପତି […]

ସଂପୂର୍ଣ୍ଣ ପଢନ୍ତୁ