ଝାରକଟା ଉପ୍ରା ବିଦ୍ୟାଳୟରେ ଗୁରୁ ଦିବସ ପାଳିତ
ବୟାଳିଶ ମୌଜା : କଟକ ଜିଲ୍ଲା ବୟାଳିଶ ମୌଜା ଅନ୍ତର୍ଗତ ଝାରକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାସମାରୋହରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜିତେନ କୁମାର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଶିକ୍ଷାବିତ୍ ଓ ଦାର୍ଶନିକ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ୱାରା ବେଦମନ୍ତ୍ର ଓ ଗୁରୁ ବନ୍ଦନା ଗାନ ପୂର୍ବକ […]
ସଂପୂର୍ଣ୍ଣ ପଢନ୍ତୁ