ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସରସଂଘଚାଳକ ମୋହନ ଭାଗୱତ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜଣାପଡ଼ିଛି।
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧା କଟକ ଯାଇଥିଲେ। କଟକରେ ଆରଏସଏସ ପ୍ରଶିକ୍ଷଣ ଶବିରରେ ଯୋଗଦେବେ ବୋଲି ସୂଚନା ମିଳିଛି।
