Wer

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ରାଜ୍ୟ
Share

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ବେଳେ ଏହି ଘଟଣାରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି।

Leave a Reply

Your email address will not be published. Required fields are marked *