Del

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ଦେଶବିଦେଶ
Spread the love

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଟ୍ରାନ୍ସଫର୍ମର ବିସ୍ଫୋରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏମ୍ସର ଟ୍ରମା ସେଣ୍ଟରରେ ଲାଗିଥିବା ଟ୍ରାନ୍ସଫର୍ମର ବିସ୍ଫୋରଣ ହୋଇଛି। ଖବର ପାଇ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନସୁଦ୍ଧା ନିଆଁକୁ ଆୟତ୍ତ କରାଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡରେ ମୃତାହତ ନେଇ କୌଣସି ସୂଚନା ନାହିଁ।

Leave a Reply

Your email address will not be published. Required fields are marked *