7f6f7fd7 F2e5 4dbe 9b5d B08b7a3db362

ସମାଜସେବୀ ରମେଶ ଆଚାର୍ଯ୍ୟଙ୍କ ବିୟୋଗରେ ଶୋକ

ରାଜ୍ୟ
Spread the love

ଜଗତସିଂହପୁ/ଝଙ୍କଡ :  ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ,କଟରା ପଞ୍ଚାୟତ ଅଧିନ ଜଗନ୍ନାଥପୁର ଗ୍ରାମର ଜଣାଶୁଣା ବିଶିଷ୍ଟ ସମାଜସେବୀ ରମେଶ ଚନ୍ଦ୍ର ଆଚାର୍ଯ୍ୟ ଙ୍କର ପରଲୋକ ହୋଇଯାଇଛି । ସେ ଜଣେ ମିଷ୍ଟଭାଷୀ ପରୋପକାରୀ, ମେଳା ପି ଓ ନିର୍ବିବାଦୀୟ ବ୍ୟକ୍ତି ଥିବାରୁ ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନପ୍ରତିନିଧି ମାନେ ତାଙ୍କର ଶେଷ ଦର୍ଶନ କରି , ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ | ପୁରୀ ଶ୍ରୀକ୍ଷେତ୍ର ସ୍ଵର୍ଗଦ୍ଵାର ରେ ତାଙ୍କର ଶେଷ କୃତ୍ୟ ସଂପନ୍ନ ହୋଇଥଲା। କନିଷ୍ଠ ପୁତ୍ର ଅଂଶୁମାନ ଆଚାର୍ଯ୍ୟ ମୁଖାଗ୍ନି ଦେଇଥିଲେ। ତାଙ୍କର ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *