IAS ସ୍ତରରେ ଅଦଳବଦଳ

ରାଜ୍ୟ
Spread the love

ଭୁବନେଶ୍ୱର,୧୨/୯: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି।

ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

Leave a Reply

Your email address will not be published. Required fields are marked *