ତ୍ରିଶୂଳିଆରେ ହେବ ଦ୍ବିତୀୟ ବ୍ରିଜ୍: ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

କଟକ ଜିଲା ଖବର ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ବର, ୨୦/୯: କଟକ- ଭୁବନେଶ୍ବର ଦ୍ବୈତନଗରୀରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଥିବା ସଂପର୍କରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ସୂଚନା ଦେଇଛନ୍ତି। ତ୍ରିଶୂଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ। ଏହି ପ୍ରକଳ୍ପ ପାଇଁ ୨୯୭ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି। ୩୬ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସେ କହିଛନ୍ତି।

କଟକ- ଭୁବନେଶ୍ବର ଦ୍ବୈତନଗରୀରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଥିବା ସଂପର୍କରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ସୂଚନା ଦେଇଛନ୍ତି। ତ୍ରିଶୂଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ। ଏହି ପ୍ରକଳ୍ପ ପାଇଁ ୨୯୭ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି। ୩୬ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସେ କହିଛନ୍ତି।
ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୌସଙ୍କ ପ୍ରଶ୍ନରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ଲିଖିତ ଉତ୍ତର ରଖିଛନ୍ତି।

Leave a Reply

Your email address will not be published. Required fields are marked *