ଯବାନ- ମାଓବାଦୀ ଗୁଳିବିନିମୟ: ତିନି ମାଓବାଦୀ ନିହତ

ଅପରାଧ ରାଜ୍ୟ ସୁନ୍ଦରଗଡ଼
Spread the love

ରାଉରକେଲା,୨୪/୯: ଆଜି ସକାଳୁ ଝାରଖଣ୍ଡ ପୁଲିସ, ଯବାନ ଓଡ଼ିଶା- ଝାରଖଣ୍ଡ ସୀମାନ୍ତରେ ମାଓବାଦୀଙ୍କ ବିରୁଦ୍ଧରେ ଏକ ବଡ଼ ସଫଳତା ହାସଲ କରିଛି। ରାଉରକେଲା ବିଶ୍ରl ଠୁ ପ୍ରାୟ ୭୦ କିମି ଦୂର ଗୁମଲା ଜିଲ୍ଲାର ବିଶୁନପୁର ଥାନା ଅଞ୍ଚଳରେ ଝାରଖଣ୍ଡ ଜାଗୁଆର ଓ ଗୁମଲା ପୁଲିସ ସମେତ ସୁରକ୍ଷା ବାହିନୀ ଏବଂ ଝାରଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି)ର ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ତିନି ଜେଜେଏମପି ମାଓବାଦୀ ନିହତ ହୋଇଥିଲେ।

ଆଜି ସକାଳୁ ଝାରଖଣ୍ଡ ପୁଲିସ, ଯବାନ ଓଡ଼ିଶା- ଝାରଖଣ୍ଡ ସୀମାନ୍ତରେ ମାଓବାଦୀଙ୍କ ବିରୁଦ୍ଧରେ ଏକ ବଡ଼ ସଫଳତା ହାସଲ କରିଛି। ରାଉରକେଲା ବିଶ୍ରl ଠୁ ପ୍ରାୟ ୭୦ କିମି ଦୂର ଗୁମଲା ଜିଲ୍ଲାର ବିଶୁନପୁର ଥାନା ଅଞ୍ଚଳରେ ଝାରଖଣ୍ଡ ଜାଗୁଆର ଓ ଗୁମଲା ପୁଲିସ ସମେତ ସୁରକ୍ଷା ବାହିନୀ ଏବଂ ଝାରଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି)ର ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ତିନି ଜେଜେଏମପି ମାଓବାଦୀ ନିହତ ହୋଇଥିଲେ। ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।
ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Leave a Reply

Your email address will not be published. Required fields are marked *