FM କଲେଜ ଛାତ୍ରୀ ଆତ୍ମାହୂତି ମାମଲାରେ ଚାର୍ଜସିଟ ଦାଖଲ

ଅପରାଧ ଜିଲା ଖବର ବାଲେଶ୍ୱର ରାଜ୍ୟ
Spread the love

ଭୁବନେଶ୍ୱର,୨୭/୯: ବହୁଚର୍ଚ୍ଚିତ FM କଲେଜ ଛାତ୍ରୀ ଆତ୍ମାହୂତି ମାମଲାର ଚାର୍ଜସିଟ ଦାଖଲ କରିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର SDJMଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି।

FM କଲେଜ ଛାତ୍ରୀ ଆତ୍ମାହୁତି ମାମଲା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ସମସ୍ତ ତଥ୍ୟ ଯୋଗାଡ଼ ପରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି।

Leave a Reply

Your email address will not be published. Required fields are marked *