ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ

ଖୋର୍ଦ୍ଧା ଜିଲା ଖବର
Spread the love

ଖୋର୍ଦ୍ଧା,୧/୧୦: ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *