ଏଥର ବାଲିଯାତ୍ରାରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ୍‌ ଓ ଓଲିଉଡ୍‌ କଳାକାର

ଜିଲା ଖବର ଭୁବନେଶ୍ୱର ରାଜ୍ୟ
Spread the love

କଟକ,୧୭/୧୦: ଆଉ ଦିନ କେଇଟା ପରେ କଟକରେ ଆରମ୍ଭ ହେବାକୁ ଯାଉଛି ବିଶ୍ଵପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା। ଚଳିତବର୍ଷ କଟକ-ଇନ୍-କଟକର ଥିମ୍ ରହିବ ଓଡିଆ ଭାଷା, ଓଡିଆ ସାହିତ୍ୟ। ବର୍ତ୍ତମାନ ସୁଦ୍ଧା ୪ ଜଣ ବଲିଉଡ୍ କଳାକାରଙ୍କ ସହ ଯୋଗାଯୋଗ ହୋଇସାରିଛି। ସେମାନେ ହେଉଛନ୍ତି ଶ୍ରେୟା ଘୋଷାଲ, ହର୍ଷଦୀପ୍ ସିଂ, ହମ୍ ସୁଫି ବ୍ୟାଣ୍ଡ୍ , ରିଷି। ଓଲିଉଡ୍‌ର ୧୪ ଜଣ କଳାକାରଙ୍କ ସହ ଚୁକ୍ତିନାମା ସରିଛି। ଏଥର ବାଲିଯାତ୍ରାରେ ୪ଟି ପ୍ରବେଶ ପଥ ଥିବାବେଳେ ପ୍ରସ୍ଥାନ ପାଇଁ ୯ଟି ସ୍ଥାନ ସ୍ଥିର କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ।

Leave a Reply

Your email address will not be published. Required fields are marked *