ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ଜିଲା ଖବର ନୂଆପଡ଼ା ଭୁବନେଶ୍ୱର ରାଜ୍ୟ October 17, 2025October 17, 2025Leave a Comment on ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ Spread the love ଭୁବନେଶ୍ୱର, ୧୭/୧୦: ନୂଆପଡା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଥମେ ରହିଛନ୍ତି ସଭାପତି ନବୀନ ପଟ୍ଟନାୟକ । ନୂଆପଡାରେ ପ୍ରାର୍ଥୀ ହୋଇଥିବା ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ସଭାପତି ନବୀନ ପଟ୍ଟନାୟକ ।