କୋଣାର୍କରେ ‘ସରଗି ଫୁଲ-୨୦୨୫’ ଶିଶୁ ମହୋତ୍ସବ

ପୁରୀ ବୌଦ୍ଧ ରାଜ୍ୟ
Spread the love

କୋଣାର୍କ, ୨୦/୧୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସରଗି ଫୁଲ-୨୦୨୫’ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। କୋଣାର୍କ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିହାର ପ୍ରସାଦ ଲେଙ୍କାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଅତିଥି ଭାବେ ଗୋପ ବ୍ଲକ ବିଡିଓ ଛବିରାଣୀ ସାହୁ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଏହାର ଶୁଭାରମ୍ଭ କରିଥିଲେ। 

Leave a Reply

Your email address will not be published. Required fields are marked *