ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ଅପରାଧ ଭୁବନେଶ୍ୱର ରାଜ୍ୟ
Spread the love

ଭୂବନେଶ୍ଵର, ୫/୧୨: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଥିବା ସୂଚନା ମିଳିଛି । ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ ଆକ୍ସନ ଗ୍ରହଣ କରାଯାଇଛି । ପୂର୍ବରୁ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ କିଛି ପରୀକ୍ଷାର୍ଥୀଙ୍କୁ ଜେରା କରିଥିଲା ସିବିଆଇ ।

Leave a Reply

Your email address will not be published. Required fields are marked *