ଭୁବନେଶ୍ବରରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ଭୁବନେଶ୍ୱର ରାଜ୍ୟ
Spread the love

ଭୁବନେଶ୍ବର, ୧୩/୧୨:ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଆସନ୍ତାକାଲି କଟକରେ ହାଇକୋର୍ଟ ବାର ଆସୋସିଏସନର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନ ବିଚାରପତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାର ଆସୋସିଏସନ୍ ପକ୍ଷରୁ ସ୍ବାଗତ କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଣାଯାଇଥିଲା ।

Leave a Reply

Your email address will not be published. Required fields are marked *